32.9 C
Balāngīr
Tuesday, May 20, 2025

ତାଳଚେର ଷ୍ଟେସନରୁ ଯୁବତୀ ନିଖୋଜ ଘଟଣା: ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ, ମିଳିଲା ମୃତଦେହ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ତାଳଚେର, (୦୫/୦୫) : ଆପ୍ର. : ତାଳଚେର ଷ୍ଟେସମରୁ ଯୁବତୀ ନିଖୋଜ ଘଟଣା । ବଂରପାଳବ ଥାନା ଭୋଗବେରେନି ପଂଚାୟତ କେନ୍ଦୁପଲି ଗାଁ ବିଲମାଳରୁ ଯୁବତୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଯୁବତୀଙ୍କୁ ଦୁଷ୍କର୍ମ ପରେ ପୋଡ଼ି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ବଅଁରପାଳ ପୋଲିସ ପହଞ୍ଚି ତଦନ୍ତ କରୁଥିବା ବେଳେ ଅଧିକ ତଦନ୍ତ ପାଇଁ ପହଞ୍ଚିଲା ଅନୁଗୁଳର ଡଗସ୍କ୍ବାଡ୍ ଟିମ୍ । ଗତ ୨୬ ତାରିଖରେ ଯୁବତୀ ଜଣଙ୍କ ତାଳଚେର ରୋଡ ଯିବାକୁ କହି ଘରୁ ଯାଇଥିଲେ । ଟ୍ରେନ ବାତିଲ ହେବାରୁ ଏକ ଅଟୋରେ ତାଳଚେର ରୋଡ଼ ଷ୍ଟେସନକୁ ଆସିଥିଲେ । ଏହା ପରେ ତାଙ୍କ ମୋବାଇଲ ସ୍ୱିଚ୍ ଅଫ ହୋଇଯାଇଥିଲା ।

ଭୁବନେଶ୍ବର ଆସିବା ବେଳେ ବାଟରୁ ନିଖୋଜ ହୋଇଥିଲେ । ଝିଅ ସହ ଯୋଗାଯୋଗ ନହୋଇ ପାରିବାରୁ ତାଳଚେର ରେଳବାଇ ଫାଣ୍ଡିରେ ନିଖୋଜ ହେବା ନେଇ ଏକ ଲିଖିତ ଅଭିଯୋଗ କରିଥିଲେ । ରେଳବାଇ ପୋଲିସ ଅଟୋକୁ ଜବତ କରିଥିବା ବେଳେ ଅଟୋ ଡ୍ରାଇଭର ଫେରାର ଥିବା ଜଣାପଡ଼ିଛି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...