32.9 C
Balāngīr
Monday, April 28, 2025

ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଟିକ୍ରାପଡା ଠାରେ ପଞ୍ଚାୟତ ସ୍ତରୀୟ ଯାଦବ ସମାଜର ବୈଠକ ରେ ନୂତନ କର୍ମ କର୍ତ୍ତା ଚୟନ

Must read

ରିପୋର୍ଟ : ଭଗବାନ ମହାନ୍ତି
ମୁରିବାହାଲ, (୦୪/୦୧) : ମୁରିବାହାଲ ବ୍ଲକ ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଟିକ୍ରାପଡା ଗ୍ରାମ ଠାରେ ପଞ୍ଚାୟତ ସ୍ତରୀୟ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି l

ଏଥିରେ ତେନ୍ତୁଳୀଖୁଣ୍ଟି ପଞ୍ଚାୟତର ସମସ୍ତ ଯାଦବ ସଦସ୍ୟମାନେ ଯୋଗଦେଇଥିଲେ l ଏଥିରେ ବ୍ଲକ ଯାଦବ ମହାସଭା ସଭାପତି ଶ୍ରୀ ଗଙ୍ଗାଧର ହେର୍ଣ୍ଣା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭଭାବେ ତରୁଣ ପୋଡ଼, ପୁରୁଷୋତ୍ତମ ବାଗ, ତେଜୁରାମ ବାଗ, ସମାଜ ସେବି ଦନାର୍ଦନ ବଗର୍ତ୍ତି, କୋଶଲି କବି ମଧୁସୂଦନ ନାଗ,ପ୍ରମୁଖ ଯୋଗଦେଇଥିଲେ l ଏହି ଅବସରରେ ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଯାଦବ ସମାଜର ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା l

ଏଥିରେ ସଭାପତି ରୂପ ଦୟାନିଧି ବଗର୍ତ୍ତି, ଉପସଭାପତି ଧନଞ୍ଜୟ ଭାଟି,ସମ୍ପାଦକ ଜଳନ୍ଧର ରତେଇ, ସହ ସମ୍ପାଦକ ଦୁଷ୍ମନ୍ତ ବାଗ, କୋଷାଧକ୍ଷ ବେଣୁ ବାଗ, ଯୁବ ଯାଦବ କମିଟିର ଯୁବ ଯାଦବ ସଭାପତି ଭାବେ ଦଶରଥ ନିଆଲ,ଉପ ସଭାପତି ଗୋବିନ୍ଦ ନାଗ, ସମ୍ପାଦକ ବିଜୟ ବନଛୋର, ସହ ସମ୍ପାଦକ କିଶୋର ବାଗ, କୋଷାଧକ୍ଷ ବାସୁ ନାଗ, ଉପଦେଷ୍ଟା ଭାବେ ଦୁର୍ବଦଲ ରତେଇ,ବାବ୍ରୁବାହାନ ବାଗ, ଉଜ୍ଜଳ ରତେଇ, ଲକ୍ଷ୍ମଣ ନାଗ, ହରିବନ୍ଧୁ ନାଗ, ଧୀରମନ ନାଗ, ପଙ୍କଜ ବାଗ, ଟିକେରାମ ରତେଇ, ଯୁଗଲ ବାଗ, ସୁରେନ୍ଦ୍ର ଭାଟି ଓ ଅଞ୍ଚଳ ଶତାଧିକ ଯାଦବ ପ୍ରେମୀ ଯୋଗ ଦେଇଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...