32.9 C
Balāngīr
Saturday, April 26, 2025

ତେଲକୋଇ ଆଦର୍ଶ ସ୍କୁଲ ହଷ୍ଟେଲର ୨୨ ଛାତ୍ରୀ ଅସୁସ୍ଥ : ଡାକ୍ତରଖାନାରେ ଭର୍ତ୍ତି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ତେଲକୋଇ, (୨୯/୦୧) : କେନ୍ଦୁଝର ତେଲକୋଇ ଆଦର୍ଶ ସ୍କୁଲ ହଷ୍ଟେଲର ୨୨ ଛାତ୍ରୀ ଅସୁସ୍ଥ । ଖାଦ୍ୟ ଖାଇ ସାରି ସ୍କୁଲ ଆସିଥିଲେ, ବାନ୍ତି ହେବାରୁ ତେଲକୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ସୂଚନା ଅନୁଯାୟୀ ଆଜି ଖାଇ ସାରିବା ପରେ ଜଣକ ପରେ ଜଣେ ଛାତ୍ରୀ ବାନ୍ତି କରିଥିଲେ ଏହାପରେ ହଷ୍ଟେଲ କତ୍ତୃପକ୍ଷ ଚିକିତ୍ସା ପାଇଁ ଛାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ବର୍ତ୍ତମାନ ଛାତ୍ରୀ ମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡିଛି । ଛାତ୍ରୀ ମାନଙ୍କ କହିବା କଥା ହେଉଛି ସେମାନେ ସକାଳୁ ପଖାଳ ଆଉ ତରକାରୀ ଖାଇଥିଲେ । ତେବେ ସେହି ଖାଦ୍ୟରେ କଣ ପଡିଥିବା ଡାକ୍ତର ଅନୁମାନ କରୁଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...