32.9 C
Balāngīr
Saturday, July 12, 2025

ଥାନାରେ କାମୁଡ଼ି ଦେଲା ସାପ, ୨ ବର୍ଷର ଶିଶୁ ମୃତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୨୮/୦୫) : ଦୁଇ ବର୍ଷର ଶିଶୁକୁ ଥାନାରେ ସାପ କାମୁଡ଼ି ଦେବାରୁ ତା’ର ମୃତ୍ୟୁ ଘଟିଛି । ଆଜି ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ପରିସରରେ ଘଟିଛି ଏହି ଅଭାବନୀୟ ଘଟଣା ।

ସୂଚନା ଅନୁଯାୟୀ, ଜଣେ ମହିଳା ତାଙ୍କର ଦୁଇ ବର୍ଷର ଶିଶୁକୁ ନେଇ ଥାନାକୁ ଆସିଥିଲେ। ଥାନା ପରିସରରେ ଅପେକ୍ଷା କରିଥିଲା ବେଳେ ପିଲାଟିକୁ ସାପ କାମୁଡ଼ି ଦେଇଥିଲା। ସଙ୍ଗେ ସଙ୍ଗେ ଶିଶୁଟିକୁ ଡାକ୍ତରଖାନା ନିଆଯାଇଥିଲା। ତେବେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ଅସ୍ତରଙ୍ଗ ଥାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଉକ୍ତ ମହିଳା ଓ ତାଙ୍କ ପରିବାର ଲୋକେ ଥାନା ସମ୍ମୁଖରେ ଧାରଣାରେ ବସିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...