32.9 C
Balāngīr
Tuesday, May 20, 2025

ଥେରୁବାଲି ସେଞ୍ଚୁରିଆନ ପବ୍ଲିକ ସ୍କୁଲରେ “ସେନଫେଷ୍ଟ ୨.୦” ଅନୁଷ୍ଠିତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୨୮/୧୨) : ରାୟଗଡା ଜିଲ୍ଲା ଥେରୁବାଲି ସ୍ଥିତ ସେଞ୍ଚୁରିଆନ ପବ୍ଲିକ ସ୍କୁଲରେ ଦ୍ୱିତୀୟ ବାର୍ଷିକୀ ପୂର୍ତ୍ତ ଅବସରରେ “ସେନଫେଷ୍ଟ ୨.୦” କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।WhatsApp Image 2024 12 28 at 09.59.23 ଥେରୁବାଲି ସେଞ୍ଚୁରିଆନ ପବ୍ଲିକ ସ୍କୁଲରେ "ସେନଫେଷ୍ଟ ୨.୦" ଅନୁଷ୍ଠିତ

ଉକ୍ତ କାର୍ଯ୍ୟକ୍ରମରେ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ନିର୍ଦ୍ଦେଶକ ଡଃ.ରାଜେଶ କୁମାର ପାଢୀ, ଥେରୁବାଲି ସେଞ୍ଚୁରିଆନ ପବ୍ଲିକ ସ୍କୁଲ ଅଧ୍ୟକ୍ଷ ପ୍ରତିଷ୍ଠା ମିଶ୍ର, ଉପଦେଷ୍ଟା ଆର ଏସ ପଣ୍ଡାଙ୍କ ସମେତ ମଞ୍ଚରେ ମୁଖ୍ୟ ଅତିଥି ଭାବେ ରାୟଗଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ସରସ୍ୱତୀ ମାଝୀ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଦୈନିକ “ସକାଳ’ ଜୟପୁର ସଂସରଣ ମୁଖ୍ୟ ରାକେଶ କୁମାର ପାଢୀ, ମୁଖ୍ୟବକ୍ତା ଭାବେ କୋଲନରା ବ୍ଲକ ଶିକ୍ଷାଧିକାରୀ ମଞ୍ଜୁଲତା ଜେନା ପ୍ରମୁଖ ମଞ୍ଚାସିନ ଥିଲେ । ସେଞ୍ଚୁରିଆନ ପବ୍ଲିକ ସ୍କୁଲ ଅଧ୍ୟକ୍ଷ ପ୍ରତିଷ୍ଠା ମିଶ୍ର ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ନିର୍ଦ୍ଦେଶକ ଡଃ.ରାଜେଶ କୁମାର ପାଢୀ ନିଜ ବକ୍ତବ୍ୟରେ ଆଗାମୀ ଦିନରେ ଶିକ୍ଷାନୁଷ୍ଠାନର ଉନ୍ନତିକରଣ କରିବା ସହ ଆଧୁନିକ ଢଙ୍ଗରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ପ୍ରଦାନ କରାଯିବ ନେଇ ପ୍ରତିଶ୍ରୁତି ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଉପସ୍ଥିତ ଥିବା ବେଳେ ଛାତ୍ରଛାତ୍ରୀଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ମଞ୍ଚ ଦୁଲ୍ଲକିଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...