32.9 C
Balāngīr
Tuesday, May 13, 2025

ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ମୟୁରଭଞ୍ଜ, (୨୯/୦୪) : ଆପ୍ର. : ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ । ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ଅମରଦାର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ଘଟିଛି ଏହି ଦୁଖଦ ଘଟଣା ।

ମୃତକ ହେଲେ ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ରାଜେନ୍ଦ୍ର ଜେନାଙ୍କ ପୁଅ ହେମନ୍ତ କୁମାର ଜେନା। ତେବେ ଏହି ଘଟଣାପରେ ସ୍ଥାନୀୟ ଅଂଚଳରେ ଲୋକଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେଇଛି। ଗ୍ରାମବାସୀ ବନ ବିଭାଗକୁ କ୍ଷତିପୂରଣ ଦାବି କରିଛନ୍ତି । ସୂଚନା ମୁତାବକ, ଅମରଦା ଜଙ୍ଗଲରେ ଝାଡ଼ଖଣ୍ଡର ୧୮ଟି ହାତୀ ରହିଥିବା ବେଳେ ସୋମବାର ବିଳମ୍ବିତ ରାତିରେ ଖାଦ୍ୟ ଅନ୍ୱେଷଣରେ ହାତୀପଲ ଗୁଡିକ ବିଲକୁ ଧାନ ଖାଇବା ପାଇଁ ଆସିଥିଲେ ।

ତେବେ ଧାନ ଖାଉଥିବାର ଦେଖି ହାତୀକୁ ଘଉଡାଇବା ପାଇଁ ହେମନ୍ତ ବିଲକୁ ଧାଇଁ ଆସିଥିଲେ । ଏହି ସମୟରେ ହେମନ୍ତଙ୍କ ଗୋଡ ଖସିଯିବାରୁ ସେ ତଳେ ପଡିଯାଇଥିଲେ । ଏହାପରେ ହଠାତ ଦନ୍ତାହାତୀଟି ତାଙ୍କୁ ଦଳିଦେଇଥିଲା ଯାହାଫଳରେ ଘଟଣାସ୍ଥଳରେ ହେମନ୍ତଙ୍କର ମୃତ୍ୟୁ ଘଟିଥିଲା । ତେବେ ଏହି ଘଟଣା ପରେ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ଶୋକର ଛାୟା ଖେଳି ଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...