32.9 C
Balāngīr
Tuesday, July 15, 2025

ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Must read

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୨/୦୧) : ଆସନ୍ତା ୨୮ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର ଜନତା ମୈଦାନରେ ଆୟୋଜିତ ହେବାକୁ ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବେ। ଆସନ୍ତା ଜାନୁଆରୀ ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଆସନ୍ତା ୨୮ ତାରିଖରେ ପୂର୍ବାହ୍ନ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ, କାରକେଡ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜନତା ମଇଦାନ ଅଭିମୁଖେ ଯାତ୍ରା କରିବ ।

ସେଠାରେ ପ୍ରଧାନମନ୍ତ୍ରୀ ଓଡ଼ିଶା – ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । କାର୍ଯ୍ୟକ୍ରମ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡ ଡେରାଡୁନକୁ ଯିବାର କାର୍ଯ୍ୟକ୍ରମ ରହିଛି । ଚଳିତ ମାସରେ ପ୍ରଧାନମନ୍ତ୍ରୀ ଦ୍ୱିତୀୟ ଥର ଓଡିଶା ଗସ୍ତ କରିବେ। ପ୍ରବାସୀ ଭାରତୀୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଓଡିଶା ଆସିଥିଲେ । ପୁଣି ଆସନ୍ତା ୨୮ ତାରିଖରେ ଓଡିଶା ଆସିବେ।

- Advertisement -spot_img

More articles

- Advertisement -spot_img

Latest article

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...

ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ସଦର ମହକୁମା ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ମତେ...