32.9 C
Balāngīr
Tuesday, May 13, 2025

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଦୁଇ ମୃତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ନୟାଗଡ, (୧୦/୦୫) : ଆପ୍ର. : ନୟାଗଡ ଜିଲ୍ଲା ରାଜସୁନାଖଳା ରଣପୁର ରାସ୍ତାର ରେଲେ୍ୱେ ଓଭରବ୍ରିଜ ଉପରେ ଦୁଇ ପଲସର୍ ବାଇକ୍ ମୁହାଁମୁହିଁ ଧକ୍କା

ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଆଜି ଅପରାହ୍ନରେ ଓଭରବ୍ରିଜ ଉପରେ OD02BR ୩୮୨୦ ଏବଂ OD02DC6840 ନମ୍ବର ଦୁଇଟି ପଲସର୍ ବାଇକ୍ ମଧ୍ଯରେ ମୁହାଁମୁହିଁ ଧକ୍କା ହୋଇଥିଲା । ଧକ୍କା ଏତେ ଜୋରରେ ହୋଇଥିଲା ଯେ ଦୁଇଟି ବାଇକ୍ ଭାଙ୍ଗି ଚୁରମାର ହୋଇଯାଇଛି ।

ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀ ରଣପୁର ଥାନା ନରେନ୍ଦ୍ରପୁର ଗାଁର ସନ୍ତୋଷ ପାଇକରାୟ ଏବଂ ନିରାକାରପୁର ଥାନା ଖଜୁରିଆପଡା ଗ୍ରାମର ଫରିଦ୍ ସାହାଙ୍କର ମୃତ୍ଯୁ ହୋଇଛି । ଅନ୍ଯ ଦୁଇ ଗୁରୁତରଙ୍କୁ ପ୍ରଥମେ ରାଜସୁନାଖଳା ଏବଂ ପରେ ଭୁବନେଶ୍ବର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ରାଜସୁନାଖଳା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ମେଡିକାଲ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...