32.9 C
Balāngīr
Wednesday, April 30, 2025

ଦୁର୍ଗମ ଅଞ୍ଚଳରେ ବିକାଶ କୁ ପ୍ରାଥମିକତା, ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କରିଲେ ରାଇକିଆ ବିଡ଼ିଓ

Must read

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ବ୍ରହ୍ମପୁର, (୨୯/୦୪) : ଆପ୍ର. : ତଣ୍ଟି କାଟି ଯୁବକଙ୍କୁ ହତ୍ୟା! । ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବ୍ରହ୍ମପୁର କ.ନୂଆଗାଁ ଥାନା ଚିକିଟି ବାଳକୁମାରୀ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର...

ରାଇକିଆ, (୦୬/୦୪) : ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ବିଡିଓ ସବ୍ୟସାଚୀ ସାହୁ ବ୍ଲକର ବିଭିନ୍ନ ଅପହଞ୍ଚ ଇଲାକାରେ ପହଞ୍ଚି ଉନ୍ନୟନ କାର୍ଯ୍ୟ ତଦାରଖ କରୁଛନ୍ତିWhatsApp Image 2025 04 05 at 19.36.50 ଦୁର୍ଗମ ଅଞ୍ଚଳରେ ବିକାଶ କୁ ପ୍ରାଥମିକତା, ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କରିଲେ ରାଇକିଆ ବିଡ଼ିଓ

ବିଶେଷ କରି କରଡ଼ା, ଇନ୍ଦ୍ରଗଡ଼, ରଣବା ଭଳି ଦୁର୍ଗମ ପଞ୍ଚାୟତର ଆଭ୍ୟନ୍ତରୀଣ ଅଞ୍ଚଳରେ ସଧାରଣ ସୁବିଧା ପାଇଁ ଲୋକେ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଏହାକୁ ପ୍ରାଥମିକତା ଭିତ୍ତିରେ ସମାଧାନ ପାଇଁ ଏହି ସବୁ ଅଞ୍ଚଳକୁ ନିୟମିତ ଗସ୍ତ କରୁଛନ୍ତି ବିଡ଼ିଓ । ସ୍ବାସ୍ଥ୍ୟ କେନ୍ଦ୍ର ଠାରୁ ଆରମ୍ଭ କରି ବିଭନ୍ନ ଯୋଜନା ରେ ର୍ନିମାଣାଧୀନ ପ୍ରକଳ୍ପ କାର୍ଯ୍ୟ ର ସମୀକ୍ଷା କରିବା ସହ ଜନ ସାଧାରଣ ଙ୍କ ଆବଶ୍ୟକତାକୁ ନେଇ ମଧ୍ୟ ଆଲୋଚନା କରିଛନ୍ତି ।

WhatsApp Image 2025 04 05 at 19.36.52 ଦୁର୍ଗମ ଅଞ୍ଚଳରେ ବିକାଶ କୁ ପ୍ରାଥମିକତା, ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କରିଲେ ରାଇକିଆ ବିଡ଼ିଓବିଡ଼ିଓ ଙ୍କ ସମେତ ସହକାରୀ ଯନ୍ତ୍ରୀ ବଣ୍ଟି ଚୌଧୁରୀ, କନିଷ୍ଠ ଯନ୍ତ୍ରୀ ବିକାଶ ନାୟକ, ବ୍ଲକ ପ୍ରୋଗ୍ରାମ କୋର୍ଡିନେଟର କମଲ ନାୟକ ଏବଂ ପଞ୍ଚାୟତ ର୍ନିବାହୀ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଓ ସେହି ଗାଁ ଲୋକ ମାନେ ମଧ୍ୟ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ବ୍ରହ୍ମପୁର, (୨୯/୦୪) : ଆପ୍ର. : ତଣ୍ଟି କାଟି ଯୁବକଙ୍କୁ ହତ୍ୟା! । ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବ୍ରହ୍ମପୁର କ.ନୂଆଗାଁ ଥାନା ଚିକିଟି ବାଳକୁମାରୀ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର...

ପାଣି ପାଇଁ ରାଜ ରାସ୍ତାରେ ମହିଳା

ଟିଟିଲାଗଡ଼, (୨୯/୦୪) : ଆପ୍ର. : ନିର୍ବାଚନ ମଣ୍ଡଳୀରେ ତାତି ଯେତିକି ବଢ଼ିବାରେ ଲାଗିଛି ସେତିକି ଜଳ କଷ୍ଟ ମଧ୍ୟ ଦେଖା ଦେଇଛି । ଗୁଡ଼ଭେଳା ବ୍ଲକ ଧରୁଆପଡା ଛକରେ ମହିଳାମାନେ ରାଜରାସ୍ତାକୁ ଓଲ୍ଲାଇ...

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର, (୨୯/୦୪) : ଆପ୍ର. : ପ୍ରେମ ପାଇଁ ଜୀବନ ହାରିଲେ ଯୁବକ। ବରମୁଣ୍ଡା ଅଞ୍ଚଳ ସ୍ଥିତ ଦଳିତ ସାହିରୁ ଯୁବକଙ୍କ ମୃତ ଦେହ ଉଦ୍ଧାର । ମୃତ ଯୁବକ ଉକ୍ତ ଅଂଚଳର ରାହୁଲ...

ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ

ମୟୁରଭଞ୍ଜ, (୨୯/୦୪) : ଆପ୍ର. : ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ । ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ଅମରଦାର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ଘଟିଛି ଏହି ଦୁଖଦ ଘଟଣା । ମୃତକ ହେଲେ...

ଅଶ୍ଳୀଳ ଭିଡିଓ ଦେଖିବା ପରେ ୪ ବର୍ଷୀୟା ଭାଣିଜୀକୁ ଦୁଷ୍କର୍ମ କରି ହତ୍ୟା, ମାମୁ ଗିରଫ

ଗଞ୍ଜାମ, (୨୯/୦୪) : ଆପ୍ର. : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅନ୍ତର୍ଗତ ଖଲିଙ୍ଗି ଅଞ୍ଚଳରେ ୪ ବର୍ଷୀୟା ଶିଶୁକନ୍ୟାକୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୁଲିସ। ଶିଶୁ କନ୍ୟାକୁ ନିଜ ମାମୁ...