32.9 C
Balāngīr
Tuesday, May 13, 2025

ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ପିଟିବା ପରେ ଓଲଟିଲା ପିକଅପ୍‌, ୨ ଗୁରୁତର

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ବଲାଙ୍ଗିର, (୨୯/୦୪) : ଆପ୍ର. : ବଲାଙ୍ଗିର ଟିଟିଲାଗଡ଼ ରାସ୍ତା ସ୍ମାର୍ଟ ପାର୍କ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ପୂର୍ବରୁ ଦୁର୍ଘଟଣାରେ ରାସ୍ତା ରେ ପଡିଥିବା ଟ୍ରକକୁ ଧକ୍କା ଦେଇ ଓଲଟି ପଡିଲା ପିକପଭ୍ୟାନ୍

ଫଳରେ ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କ ଭିତରୁ ଜଣେ ଏମ.ରାମପୁରର ଓ ସେ ପରିବା ନେଇ ପିକପଭ୍ୟାନରେ ନିଜ ଗାଁକୁ ଯାଉଥିବା ଜଣାପଡିଛି । ଆଉ ଜଣେ ଗୁରୁତରଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ଜଣା ପଡ଼ିନାହିଁ । ଘଟଣାସ୍ଥଳରେ ବଲାଙ୍ଗିର ଟାଉନ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...