32.9 C
Balāngīr
Wednesday, April 23, 2025

ଦୁର୍ଘଟଣା ରେ ମୃତ୍ୟୁ ନେଇ ଡାକ୍ତରଖାନା ରେ ତୀବ୍ର ଉତ୍ତେଜନା

Must read

ରିପୋର୍ଟ : ସନ୍ତୋଷ କୁମାର ନାୟକ
ବଲାଙ୍ଗୀର/ଟିଟିଲାଗଡ, (୦୧/୧୨) : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ଥାନା ଅନ୍ତର୍ଗତ ଧରବଗଡ ଗ୍ରାମ ର କୁଲମନୀ ଚନ୍ଦନ ନାମକ ଜଣେ ୧୯ ବର୍ଷୀୟ ଯୁବକ ତାଙ୍କ ସାଙ୍ଗ ରେ ବାଇକ ରେ ଥିବା ରଞ୍ଜନ ଠାକୁର ନାମକ ଜଣେ ସାଙ୍ଗ ସହ ଟିଟିଲାଗଡ ଆସିବା ବାଟରେ ଗୋଲଭାଡି ଗ୍ରାମ ଛକରେ ଯୁବକ ଦୁର୍ଘଟଣା ଗ୍ରସ୍ତ ହୋଇଥିଲେ ।

ଟିଟିଲାଗଡ ଡାକ୍ତର ଖାନା ରେ କୁଳମଣି ଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା ଥିବା ବେଳେ ଉକ୍ତ ମୃତକ ସାଙ୍ଗରେ ଥିବା୨୪ ବର୍ଷୀୟ ଇନ୍ଦ୍ରମଣି ଠାକୁର କୁ ବଲାଙ୍ଗୀର ଜିଲ୍ଲା ମ୍ୟାଡ଼ିକାଲ କଲେଜ ଡାକ୍ତର ଖାନା ସ୍ଥାନାନ୍ତର କରାଯାଇଛି । ଏହି ଭଳି ଛଅ ଗୋଟି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏ ନେଇ ଟିଟିଲାଗଡ ଜିଲ୍ଲା ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ପୋଲିସ ଉପସ୍ଥିତ ରହିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...