32.9 C
Balāngīr
Tuesday, July 15, 2025

ଦେବୋତ୍ତର ବିଭାଗକୁ ଗଲା ମଙ୍ଗଳା ମନ୍ଦିର

Must read

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ରାୟଗଡ଼ା, (୧୩/୩) : ଆ.ପ୍ର. : ରାୟଗଡ଼ା ରିଙ୍ଗରୋଡ଼ସ୍ଥିତ ମଙ୍ଗଳା ମନ୍ଦିରର ପରିଚାଳନା ଦାୟିତ୍ୱ ଦେବୋତ୍ତର ବିଭାଗ ଅଧିନକୁ ଗଲା ।WhatsApp Image 2025 03 20 at 21.27.13 ଦେବୋତ୍ତର ବିଭାଗକୁ ଗଲା ମଙ୍ଗଳା ମନ୍ଦିର

ଏନେଇ ବ୍ରହ୍ମପୁରସ୍ଥିତ ସହକାରୀ ଏଣ୍ଡୋମେଣ୍ଟ କମିଶନରଙ୍କ ଅଫିସ ପକ୍ଷରୁ ମନ୍ଦିର କମିଟି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆଇନଜୀବୀ ତଥା ମନ୍ଦିର ପରିଚାଳନା କମିଟି ସଦସ୍ୟ ବିନାୟକ କରଙ୍କ ସଭାପତିତ୍ୱରେ ପରିଚାଳନା କମିଟି ଗଠନ କରାଯାଇ ଦେବୋତ୍ତର ବିଭାଗକୁ ପ୍ରଦାନ କରାଯାଇଛି । ମନ୍ଦିର ପରିଚାଳନା କମିଟିରେ ୧୧ଜଣ ସଦସ୍ୟ ରହିଛନ୍ତି । ରାଜେନ୍ଦ୍ର ସାହୁ ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଭାବେ ସର୍ବସମ୍ମତି କ୍ରମେ ଚୟନ ହୋଇଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ ବିନାୟକ କର, ରବିନ୍ଦ୍ର ପଣ୍ଡା, ମଞ୍ଜୁ ମୁଖାର୍ଜୀ, ରାମନାଥ ପୁରୋହିତ,ପୁଷ୍ପଭାନୁ ଦାସ, ଗୋପିନାଥ ଗୌଡ଼, ନରେଶ ପଟନାୟକ, ରାମକୃଷ୍ଣ ପଣ୍ଡା, ଲଳିତ ଜେନା ଓ ରଞ୍ଜିତ ବିଶୋଇଙ୍କ ସମେତ ଅନ୍ୟମାନେ କମିଟିର ସଦସ୍ୟ ରହିଛନ୍ତି । ଦେବୋତ୍ତର ବିଭାଗ ଦ୍ୱାରା ପରିଚାଳନା ହେବା ଦ୍ୱାରା ମନ୍ଦିରର ଉନ୍ନତି ଓ ବିକାଶ ହେବ ବୋଲି କମିଟି ଅଧ୍ୟକ୍ଷ ରାଜେନ୍ଦ୍ର ସାହୁ କହିଛନ୍ତି।

- Advertisement -spot_img

More articles

- Advertisement -spot_img

Latest article

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...

ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ସଦର ମହକୁମା ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ମତେ...

ବୀରମହାରାଜପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର...