32.9 C
Balāngīr
Friday, June 13, 2025

ଦେଶୀ ବନ୍ଧୁକ କାରଖାନା ଠାବ, ୩ ଗିରଫ

Must read

ନୟାଗଡ଼, (୦୪/୦୬) : ଆପ୍ର. : ଦେଶୀ ବନ୍ଧୁକ କାରଖାନା ଠାବ । ୩ ଗିରଫ । ଗୋଟିଏ ବନ୍ଧୁକ, ଗୋଟିଏ ପିସ୍ତଲ ଏବଂ ବନ୍ଧୁକ ତିଆରିରେ ବ୍ଯବହୃତ ବହୁ ସଂରଜାମ ଜବତ ।

ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଞ୍ଚଳରେ ବନ୍ଧୁକ କାରଖାନା ଠାବ କଲା ପୋଲିସ। ନୟାଗଡ଼ ଏବଂ ଦଶପଲ୍ଲା ପୋଲିସ ମିଳିତ ଭାବେ ଦଶପଲ୍ଲାର ଦୁଆରଗାଁଁ, ମଧ୍ୟଖଣ୍ଡ ଏବଂ ଗଡଭିତରସାହିରେ ଚଢାଉ କରି ଦେଶୀ ବନ୍ଧୁକ କାରଖାନା ଠାବ କରିଛି । ଅଭିଯୁକ୍ତମାନେ ଦୀର୍ଘଦିନ ହେଲା ଏହିଭଳି ବେଆଇନଭାବେ ବନ୍ଧୁକ ତିଆରି କରି ବିଭିନ୍ନ ସ୍ଥାନରେ ବିକ୍ରି କରୁଥିଲେ । ଏହି କାର୍ଯ୍ଯରେ ଆଉ କାହାର ସଂପୃକ୍ତି ରହିଛି ତାର ତଦନ୍ତ ଚାଲିଥିବା ନୟାଗଡ଼ ଏସପି କହିଛନ୍ତି । ଜଣେ ଅଭିଯୁକ୍ତ ଫେରାର ରହିଥିବା ବେଳେ ଅସୁସ୍ଥତା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...