32.9 C
Balāngīr
Sunday, April 20, 2025

ଦୋଳ ବିମାନରେ ଦୋଳ ଗୋବିନ୍ଦ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୧୩/୦୩) : ସ୍ଥାନୀୟ ବ୍ରାହ୍ମଣ ସାହି ରାଧାକାନ୍ତ ମନ୍ଦିରରେ ଆରମ୍ଭ ହୋଇଯାଇଛି ରଙ୍ଗର ପର୍ବ ହୋଲି । ଉତ୍ସବ ମୁଖରିତ ହୋଇ ଉଠିଛି ଉକ୍ତ ଅଞ୍ଚଳ ।WhatsApp Image 2025 03 12 at 19.07.17 ଦୋଳ ବିମାନରେ ଦୋଳ ଗୋବିନ୍ଦ

ଫଗୁ ଦଶମୀ ଠାରୁ ହୋଲି ପର୍ୟ୍ୟନ୍ତ ଦୋଳ ବିମାନରେ ବିରାଜମାନ କରି ନଗର ପରିକ୍ରମା କରନ୍ତି ଦଳ ଗୋବିନ୍ଦ। ୧୩ତାରିଖ ରୀତିନୀତି ଅନୁସାରେ ଶ୍ରଦ୍ଧା ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ମୋଘା ପୋଡ଼ି ତଥା ହୋଲିକା ଦହନ ପାଳନ କରାଯାଇଥାଏ । ୧୪ତାରିଖରେ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ନୂତନ ପାଞ୍ଜି ପାଠ ହେବ । ୧୫ତାରିଖରେ ରାଧାକାନ୍ତ ମନ୍ଦିରରେ ହୋଲି ମହା ଆଡ଼ମ୍ବରରେ ପାଳିତ ହୋଇଥାଏ ବୋଲି ସୁଚନା ଦେଇଛନ୍ତି ରାଧାକାନ୍ତ ମନ୍ଦିର ମୁଖ୍ୟ ପୂଜକ ଶ୍ରୀ ଗୋପିନାଥ ପାଳ ।

ଫଗୁ ଦଶମୀ ଠାରୁ ପ୍ରତ୍ୟେକ ସନ୍ଧ୍ୟା ସମୟରେ ଧୂପ ଦୀପ ଆଳତୀ ପରେ ଦୋଳ ବିମାନ ଦୋଳ ଗୋବିନ୍ଦ ନଗର ପରିକ୍ରମା କରନ୍ତି। ଦ୍ୱାରେ ଦ୍ୱାରେ ଦୋଳ ଗୋବିନ୍ଦଙ୍କ ଆଳତୀ ଧୂପ ଦୀପ ନବୈଦ୍ୟ ପ୍ରଦାନ କରାଯାଇଥାଏ। ଏଥିସହ ସ୍ଥାନୀୟ ମହିଳା ମାନେ ଖୁସିରେ ସଙ୍କୀର୍ତ୍ତନ କରି ଦୋଳ ଗୋବିନ୍ଦଙ୍କୁ ପରିକ୍ରମା କରାଉଥିବା ଦେଖିବାକୁ ମିଳିଛି।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...