32.9 C
Balāngīr
Tuesday, July 15, 2025

ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ

Must read

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୧୩/୦୧) : ଭଦ୍ରକ ଜିଲ୍ଲା ଧୁଷୁରୀ ଥାନା ଅଧୀନ କାଶିନପୁର ପଞ୍ଚାୟତ ଦେଇ ପ୍ରବାହିତ ହେଉଥିବା ରେବ ନଦୀରେ ଭାସୁଛି ଜଣେ ଯୁବକଙ୍କ ମୃତଦେହ ।

ଯୁବକ ଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି । କାଶିନପୁର ପଞ୍ଚାୟତ ଗଣେଶ ପାଟଣା ଗ୍ରାମର ରଘୁନାଥ ମଳିକଙ୍କ ପୁଅ ବୈରାଗୀ ମଳିକ ଗତ ଦୁଇଦିନ ହେବ ନିଖୋଜ ଥିଲେ । ଆଜି କାଶିନପୁର ଶାସନ ଗ୍ରାମ ନିକଟ ରେବ ନଦୀରେ ଭାସୁଥିବା ମୃତଦେହ ବୈରାଗୀଙ୍କର ବୋଲି ଗ୍ରାମବାସୀ କହିଛନ୍ତି । ସ୍ଥାନୀୟ ଲୋକେ ଶବକୁ ଚିହ୍ନଟ ପରେ ଏନେଇ ଧୁଷୁରୀ ଥାନାକୁ ଜଣାଇଥିଲେ । ଧୁଷୁରୀ ଥାନା ପୁଲିସ୍‌ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

 

- Advertisement -spot_img

More articles

- Advertisement -spot_img

Latest article

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...

ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ସଦର ମହକୁମା ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ମତେ...

ବୀରମହାରାଜପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର...