32.9 C
Balāngīr
Friday, April 25, 2025

ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

Must read

ଭୁବନେଶ୍ୱର, (୨୮/୦୩) : ଆପ୍ର. : ଏଣିକି ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ପଢ଼ୁଥିବା ନବମ ଓ ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ସାମିଲ କରାଯିବ । ଏ ନେଇ ଭୁବନେଶ୍ୱର ପିଏମ୍ ପୋଷଣ ନୋଡାଲ ଅଫିସରଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ସଚିବ ଏସ୍ କେ ମହାପାତ୍ର । ପିଏମ୍ ପୋଷଣ ଏବଂ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅଧିନରେ ଏହା ପ୍ରଦାନ କରାଯିବ । ଏଥିପାଇଁ ବର୍ଷକୁ ଖର୍ଚ୍ଚ ହେବ ୫୭୦ କୋଟି ୭୧ ଲକ୍ଷ ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...