32.9 C
Balāngīr
Tuesday, May 20, 2025

ନବ ବିବାହିତ ଦମ୍ପତିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ଉଦ୍ଧାର

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ମୁନିଗୁଡ଼ା, (୨/୫) : ଆପ୍ର. : ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ହନୁମନ୍ତପୁରୁରେ ରସି ଲଗାଇ ଦମ୍ପତ୍ତିଙ୍କ ଆତ୍ମହତ୍ୟା ଅଞ୍ଚଳରେ ଶୋକରଛାୟା ଖେଳିଯାଇଛି ।

ବିବରଣୀରୁ ପ୍ରକାଶ ହନୁମନ୍ତପୁରୁ ଗ୍ରାମ ନୂଆସାହିର କେଦାର କୁସୁଲିଆ(୨୨)ବର୍ଷ ଏବଂ ତାଙ୍କ ସ୍ତ୍ରୀ ଶ୍ରୀୟା ବଡନାୟକ (୧୬) ଵର୍ଷ ଦୁହେଁ ପରସ୍ପର ଭଲପାଇ ଵିବାହ ହୋଇ ଥିଲେ। କାଲି ରାତିରେ ସଵୁଦିନ ପରି ତାଙ୍କ ବେଡ ରୁମରେ ଶୋଇଥିଲେ । ଆଜି ସକାଳ ଆଠଟା ପର୍ଯ୍ୟନ୍ତ ଦୁହେଁ କବାଟ ଖୋଲି ନଥିବାରୁ ପରିବାର ଲୋକ କବାଟ ଖୋଲିଵାକୁ କବାଟ ବାଡୋଇଥିଲେ ମଧ୍ୟ କବାଟ ନ ଖୋଲିଵାରୁ ବାଧ୍ୟ ହୋଇ କବାଟ ଭାଙ୍ଗି ଘର ଭିତରେ ପଶିଥିଲେ । ଘରେ ଉଭୟ ସ୍ବାମୀ ସ୍ତ୍ରୀ ଦ୍ଵୟ ରସି ଲଗାଇ ଆତ୍ମହତ୍ୟା କରି ଛୁଲୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ଚନ୍ଦ୍ରପୁର ପୋଲିସ୍ ୩/୨୫ ଓ ୪) ୨୫ ପ୍ରକାରେ ଅପମୃତ ମାମଲା ରୁଜୁକରି ଶବ ବ୍ୟବଚ୍ଛେଦ ପାଇଁ ମୁନିଗୁଡା ପଠାଇଛନ୍ତି । ମୃତ୍ୟୁର କାରଣ ଜଣା ପଡିନଥିବା ବେଳେ ପୋଲିସ ତଦନ୍ତ ଜାରିରଖିଥିବା ପୋଲିସ ସୁତ୍ରରୁ ଜଣାପଡିଛି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...