32.9 C
Balāngīr
Tuesday, May 13, 2025

ନାବାଳକ ଛାତିରେ ପଶିଲା ଲୁହା ଗ୍ରିଲ, ଏମ୍ସ ହସ୍ପିଟାଲରେ ଭର୍ତ୍ତି

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାଜଧାନୀ ଭୁବନେଶ୍ୱରରେ ବଡ଼ ଅଘଟଣ । ନାବାଳକ ପୁଅ ଛାତିରେ ପଶିଗଲା ଲୁହା ଗ୍ରୀଲ । କଟର୍ ମେସିନ ଦ୍ବାରା କାଟିଲେ ଅଗ୍ନିଶମ ବାହିନୀ ।

ପିଲାଟିର ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାବେଳେ, ନାବାଳକକୁ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ଆଇଆରସି ଭିଲେଜ୍ ଏନ୍ ୧-୩୧୨ରେ ରହୁଥିଲେ ପରିବାର ସହ ରହୁଥିଲେ ନାବାଳକ । ସେ ଘର ପଚେରୀରେ ଚଢ଼ିଥିବା ବେଳେ ହଠାତ୍ ତାଙ୍କ ଗୋଡ଼ ଖସିଯାଇଥିଲା । ଫଳରେ ପାଚେରୀରେ ଲାଗିଥିବା ଲୁହା ଗ୍ରୀଲ୍ ତାଙ୍କ ଛାତିରେ ପଶି ଯାଇଥିଲା । ସ୍ଥାନୀୟ ଲୋକେ ଏହା ଦେଖି ଆମ୍ବୁଲାନ୍ସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପଶି ପ୍ରଥମେ କଟର ସାହାଯ୍ୟରେ ଗ୍ରୀଲ୍ କାଟି ନାବାଳକଙ୍କୁ ଉଦ୍ଧାର କରିଥିଲେ । ପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଏମ୍ସ ମେଡିକାଲ ପଠାଇଥିଲେ । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...