32.9 C
Balāngīr
Wednesday, April 30, 2025

ନାବାଳିକାଙ୍କ ମୃତ ଦେହ ଠାବ, ସନ୍ଦେହରେ ଯୁବକ ଅଟକ

Must read

ସମ୍ବଲପୁର, (୨୪/୦୩) : ଆ.ପ୍ର. : ପୁଣି ବରଗଡ଼ର ଜଣେ ନାବାଳିକାଙ୍କ ହତ୍ୟା ଅଭିଯୋଗ । ବରଗଡ଼ ସହରରୁ ନିଖୋଜ ଥିବା ଜଣେ ନାବାଳିକାଙ୍କ ମୃତ ଦେହ ମିଳିଛି ବୁର୍ଲା ଥାନା ସ୍ଥିତ ପୁରୁଣା ଫିସେରି ଜଙ୍ଗଲରେ l

ଘଟଣାସ୍ଥଳରେ ବୁର୍ଲା ପୋଲିସ ସମେତ ବରଗଡ଼ ଏସଡିପିଓ ଓ ଟାଉନ ଥାନା ଅଧିକାରୀ ପହଞ୍ଚି ଛାନଭିନ କରିଛନ୍ତି । ସେପଟେ ସମ୍ବଲପୁର ସାଇଣ୍ଟିଫିକ ଦଳ ମଧ୍ୟ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ସେପଟେ ନାବାଳିକାକୁ ବୁର୍ଲାରେ ହତ୍ୟା କରାଯାଇଛି ନା ବରଗଡ଼ ଜ଼ିଲ୍ଲାରେ ହତ୍ୟା କରି ଏଠାରେ ତାକୁ ଫିଙ୍ଗି ଦିଆଯାଇଛି ତାହା ସ୍ପଷ୍ଟ ହୋଇନାହିଁ l ତେବେ ଏହି ହତ୍ୟା ଘଟଣାରେ ସନ୍ଦେହରେ ବରଗଡ଼ ଜିଲ୍ଲା ଅତାବିରା ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଅଟକ ରଖିଥିବା ଜଣାପଡିଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...