32.9 C
Balāngīr
Saturday, July 12, 2025

ନିର୍ବାଚନ ଗଣନା ପାଇଁ ଜିଲ୍ଲାପାଳ ଙ୍କ ସାମ୍ବାଦିକ ସମ୍ମିଳନୀ

Must read

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୨୯/୫) : ଗତକାଲି ଗଜପତି ଜିଲ୍ଲାପାଳ ଏକ ସାମ୍ବାଦିକ ସମ୍ମିଳନୀ ସନ୍ଧ୍ୟା ରେ ଆୟୋଜନ କରିଥିଲେ l

ଆସନ୍ତା ୪ ତାରିଖ ରେ ମୋହନା, ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ର ବିଧାୟକ ପଦ ଓ ଲୋକସଭା ନିର୍ବାଚନ ର ଗଣତି ପାଇଁ ସବୁ ପ୍ରକାର ବ୍ୟବସ୍ଥା ନିର୍ବାଚନ କମିସନ ଙ୍କ ନିୟମ ମୁତାବକ କରାଯାଇଥିବା ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି l ପ୍ରେସ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କଷୁରାଯାଇଛି l ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି l ପ୍ରେସ କଣ୍ଟ୍ରୋଲ ରୁମରେ ୫୦ ଜନ ସାମ୍ବାଦିକ ଙ୍କ ପାଇଁ ପାସ ବ୍ୟବସ୍ଥା ହୋଇଥିବା କହିଛନ୍ତି, l

କେହି ମୋବାଇଲ ଫୋନ ନେଇପାରିବେ ନାହିଁ l ମୋହନା ନିର୍ବାଚନ ମଣ୍ଡଳୀ ୩୦ ରାଉଣ୍ଡ ଗଣତି ହେବ ଓ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପଶିଣ ୨୮ ରାଉଣ୍ଡ ଗଣତି ହେବ l ପାରଳାଖେମୁଣ୍ଡି କଲେଜ ଗ୍ରାଉଣ୍ଡ ରେ ବଡ଼ ସ୍କ୍ରିନ ମାଧ୍ୟମ ରେ ସୂଚନା ଦିଆଯିବ l କଲେଜ ଫାଟକ ରେ କଡାକଡି ଯାଞ୍ଚ କରାଯିବ l ପ୍ରଥମେ ପୋଷ୍ଟାଲ ବ୍ୟାଲେଟ ଗଣତି ହେବ ସକାଳ ସାଢେ ୮ଟାରୁ ଏହି ପ୍ରକ୍ରିୟା ଚାଲିବ ବୋଲି ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି l ଅପରାହ୍ନ ସୁଦ୍ଧା ଫଳ ପ୍ରକାଶ ପାଇବା ଆଶଙ୍କା କଷୁରାଯାଉଛି l

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...