32.9 C
Balāngīr
Sunday, April 20, 2025

ନୂତନ ଥାନା ଅଧିକାରିଣୀ ଙ୍କ ଯୋଗଦାନ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ସନ୍ତୋଷ କୁମାର ନାୟକ
ବଲାଙ୍ଗୀର/ଟିଟିଲାଗଡ, (୧୨/୦୨) : ଚର୍ଚ୍ଚା ରେ ରହୁଥିବା ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ଥାନା ରେ ନୂତନ ଥାନା ଅଧିକାରୀଣୀ ଭାବେ ଶ୍ରୀମତୀ କୋମଳ ମତି ବେହେରା ଯୋଗ ଦେଇଛନ୍ତି

ସେ ପୂର୍ବରୁ ବରଗଡ଼ ଜିଲ୍ଲା ବିଜେପୁର ଥାନା ରେ ଅବସ୍ଥାପିତ ଥିଲେ । ଆଜି ଟିଟିଲାଗଡ଼ ଥାନାରେ ନିଜ ଦାୟିତ୍ଵ ଗ୍ରହଣ କରିଛନ୍ତି । ଯୋଗ ଦେବା ପରେ ଟିଟିଲାଗଡ଼ ସହରରେ ଲାଗି ରହିଥିବା ଟ୍ରାଫିକ ସମସ୍ୟା ଓ ଅନ୍ୟାନ୍ୟ ସମସ୍ୟାର ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ କରିବି ବୋଲି ପ୍ରକାଶ କରିଛନ୍ତି । ସେହିପରି ଆଗକୁ ଲୋକଙ୍କୁ ଟ୍ରାଫିକ ନୀୟମ ଉପରେ ସଚେତନତା କାର୍ଯ୍ୟକ୍ରମ ସହ ଆଇନ ନ ମାନିବା ଲୋକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...