32.9 C
Balāngīr
Tuesday, May 20, 2025

ପଞ୍ଚାୟତିରାଜ ଦିବସରେ ନୂଆ ରାସନ କାର୍ଡ ବାଣ୍ଟିବେ ମୁଖ୍ଯମନ୍ତ୍ରୀ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଭୁବନେଶ୍ୱର, (୨୩/୦୪) : ଆପ୍ର. : ଏପ୍ରିଲ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ରାଜ୍ଯ ସରକାର । ପଞ୍ଚାୟତିରାଜ ଦିବସରେ ବଣ୍ଟାଯିବା ନେଇ ଯୋଗାଣମନ୍ତ୍ରୀ ସୂଚନା ଦେଇଛନ୍ତି ।

ପୁରୀରେ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ପର୍ଯ୍ୟାୟକ୍ରମେ ହିତାଧିକାରୀଙ୍କୁ ୫ ଲକ୍ଷ ୯୦ ହଜାର ନୂଆ ରାସନ କାର୍ଡ ବାଣ୍ଟିବେ ସରକାର । ଜିଲ୍ଲାପାଳ ମାନଙ୍କୁ ଆଜି ସୁଦ୍ଧା ନୂଆ କାର୍ଡ ପ୍ରସ୍ତୁତ କରିବାକୁ ଦିଆଯାଇଛି ନିର୍ଦ୍ଦେଶ । ଅନ୍ୟପଟେ ଏବେ ବି ୨୫ ଲକ୍ଷ ହିତାଧିକାରୀ ଇ-କେଓ୍ବାଇସି କରିନାହାନ୍ତି । ସେମାନଙ୍କୁ ଯାଞ୍ଚ କରିବା ପାଇଁ ଅଫିସର ମାନଙ୍କୁ ପରିଦର୍ଶନ କରି ରିପୋର୍ଟ ଦେବାକୁ କୁହାଯାଇଛି । ରିପୋର୍ଟ ଆସିବା ପରେ କେଉଁ ହିତାଧିକାରୀ ଅଛନ୍ତି କିଏ ନାହାନ୍ତି ତାହା ମଧ୍ୟ ତଦାରଖ ପରେ ସେହି ରାସନ କାର୍ଡ କଟାଯିବ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...