32.9 C
Balāngīr
Friday, April 25, 2025

ପତ୍ରାପାଳି (କ) ଠାରେ ରାଧାକୃଷ୍ଣ ମନ୍ଦିର ରତ୍ନକୁମ୍ଭ ଭରଣ ଉତ୍ସବ ଅନୁଷ୍ଠିତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ :ଭଗବାନ ମହାନ୍ତି
ମୁରିବାହାଲ ତା ୧୦/୦୨/୨୫: ମୁରିବାହାଲ ବ୍ଲକ ପତ୍ରାପାଲି (କ) ସଦର ଗ୍ରାମ ପଞ୍ଚାୟତରେ ରାଧାକୃଷ୍ଣ ମନ୍ଦିର କୁମ୍ଭ ଭରଣ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଅଛି ।7ae41e0c 485a 4617 81be 59498a4c6356 ପତ୍ରାପାଳି (କ) ଠାରେ ରାଧାକୃଷ୍ଣ ମନ୍ଦିର ରତ୍ନକୁମ୍ଭ ଭରଣ ଉତ୍ସବ ଅନୁଷ୍ଠିତ

ଏହି ଅବସରରେ ସ୍ବତନ୍ତ୍ର ଅତିଥି ରୂପେ କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜା ଓ ତାଙ୍କ ସହଧର୍ମିଣୀ ଶ୍ରୀମତୀ ରବିନ୍ଦ୍ର କୌର ଯୋଗଦେଇଥିଲେ। ସୂଚନା ମୁତାବକ ଶ୍ରୀ ସାଲୁଜା ବିଧାୟକ ଥିବା ସମୟରେ ବିଧାୟକ ପାଣ୍ଠିରୁ ରାଧାକୃଷ୍ଣ ମନ୍ଦିର ନିର୍ମାଣ ପାଇଁ ୨ ଲକ୍ଷ ଟଙ୍କା ର ଅନୁଦାନରାଶି ଦେଇଥିଲେ।ମନ୍ଦିର କୁମ୍ଭ ଭରଣ ଉତ୍ସବର ପୂଜା କର୍ତ୍ତା ରୂପେ ଧନଞ୍ଜୟ ସାହୁ ଓ ତାଙ୍କ ଧର୍ମ ପତ୍ନୀ ପଦ୍ମାବତୀ ସାହୁ, ପୂଜକ ବିଦ୍ୟାଧର ତ୍ରିପାଠୀ, ବିଷ୍ଣୁ ତ୍ରିପାଠୀ, ବିଜୟ ତ୍ରିପାଠୀ ପୂଜା କାର୍ଯ୍ୟ ସମ୍ପାଦନା କରିଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗ୍ରାମର ଯଶୋବନ୍ତ ପୁଟେଲ, କୈଳାସ ମାଝୀ, ମନୋଜ ପୁଟେଲ, ଜିତେନ୍ଦ୍ର ପୁଟେଲ,ଶୁଧିର ସାହୁ,ସୁନାଧର ପୁଟେଲ, ସୁରେନ୍ଦ୍ର ସାହୁ,ଭକ୍ତବନ୍ଧୁ ପୁଟେଲ,ଜଲସାଏ ପୁଟେଲ,ନିଲାମୟ ସାହୁ,ପିୟସ ପୁଟେଲ ସମେତ ସମସ୍ତ ଗ୍ରାମବାସୀ ସାହାଯ୍ୟ ସହଯୋଗ କରିଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...