32.9 C
Balāngīr
Monday, April 28, 2025

ପରିତ୍ୟକ୍ତ କୂଅରୁ ବଳଦ ଉଦ୍ଧାର

Must read

ରିପୋର୍ଟ : ଭଗବାନ ମହାନ୍ତି
ମୁରିବାହାଲ, (୨୮/୦୨) : ମୁରିବାହାଲ ବ୍ଲକ ପତ୍ରାପାଲି (କ) ପଞ୍ଚାୟତ ଲିମପଡା ଗ୍ରାମର ବିଜାମତ୍ ଛୁରାଙ୍କ ବଳଦ ସନ୍ଧ୍ୟାରେଏକ ପରିତ୍ୟକ୍ତ କୂଅରେ ପଡିଯାଇଥିଲା।WhatsApp Image 2025 03 01 at 10.00.34 ପରିତ୍ୟକ୍ତ କୂଅରୁ ବଳଦ ଉଦ୍ଧାର

ବିକାଶ ମଞ୍ଚ ସଦସ୍ୟ ଅଗ୍ନିଶମ ବିଭାଗ କୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚିଥିଲେ । ମୁରିବାହାଲ ବିକାଶ ମଞ୍ଚ ସଦସ୍ୟ ଓ ଗ୍ରାମବାସୀଙ୍କ ସହାୟତାରେ କୂଅରୁ ବଳଦକୁ ଉଦ୍ଧାର କରିଥିଲେ । ବିକାଶ ମଞ୍ଚ ସଦସ୍ୟ ସୁରେଶ ସାହୁ, ବିଶ୍ଵାମିତ୍ର ଛୁରା, ଅଗ୍ନିଶମ ବିଭାଗ କର୍ମଚାରୀ ଓ ଗ୍ରାମବାସୀ ସାମିଲଥିଲେ । ଯେକୌଣସି ଘଟଣା ଦୁର୍ଘଟଣା, ସୁବିଧା ଅସୁବିଧା ସୂଚନା ପାଇବା ମାତ୍ରେ ଘଟଣା ସ୍ଥଳରେ ମୁରିବାହାଲ ବିକାଶମଞ୍ଚ ସଦସ୍ୟ ପହଞ୍ଚି ସାହାଯ୍ୟ ସହଯୋଗ କରୁଥିବାରୁ ଏହିପରି କାର୍ଯ୍ୟକଳାପକୁ ଅଞ୍ଚଳବାସୀ ଧନ୍ୟବାଦ ଜଣାଇବା ସହ ଭୂୟସୀ ପ୍ରଶଂସା କରୁଥିବା ଶୁଣିବାକୁ ମିଲୁଛି ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...