32.9 C
Balāngīr
Tuesday, July 15, 2025

ପଲିଥିନର ଅପବ୍ୟବହାରକୁ ରୋକିବା ପାଇଁ ରାୟଗଡ଼ ପୌର ପରିଷଦର ଦୃଢ କାର୍ଯ୍ୟାନୁଷ୍ଠାନ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରାୟଗଡ:୨୬/୦୩-ଆପ୍ର): ରାୟଗଡ଼ ପୌରାଞ୍ଚଳରେ ପଲିଥିନର ଅପବ୍ୟବହାର ରୋକିବା ପାଇଁ ତଥା ସଚେତନତା ସୃଷ୍ଟି କରିବା ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ, ରାୟଗଡ଼ ପୌର ପରିଷଦଙ୍କ ନେତୃତ୍ବରେ ଏକ ପ୍ରବର୍ତ୍ତକ ଦଳ (enforcement team) ଗଠନ କରାଯାଇ ପଲିଥିନ ଜବତ କରାଯିବା ସହ ଜରିମାନା ଆଦାୟ ଏବଂ ସଚେତନତା ସୃଷ୍ଟି କରାଯାଉଅଛି ।2ae58e12 7887 465d 985b 106e6ee5029b ପଲିଥିନର ଅପବ୍ୟବହାରକୁ ରୋକିବା ପାଇଁ ରାୟଗଡ଼ ପୌର ପରିଷଦର ଦୃଢ କାର୍ଯ୍ୟାନୁଷ୍ଠାନ

ପ୍ରଥମ ଦିନରେ ଡେଲି ମାର୍କେଟ ତଥା କପିଳାସ ଛକ ନିକଟରୁ ୬୦୦ କିଲୋ ପଲିଥିନ ଜବତ କରାଯାଇ ଅଛି । ଆଗକୁ ଏହା ଅଧିକ ତୀବ୍ରତର ହେବା ସହ ଜରିମାନା ଅର୍ଥ ବୃଦ୍ଧି ଏବଂ ଖିଲାପ କାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ବ୍ୟବସ୍ଥା କରାଯାଉଅଛି । ପରିବେଶ ସୁରକ୍ଷା ଏବଂ ସହରର ପରିମଳ ବ୍ୟବସ୍ଥାକୁ ଉନ୍ନତ ମାନର କରିବା ପାଇଁ ନିଆଯାଉଥିବା ଏହି ପ୍ରୟାସରେ ଜନସାଧାରଣ ତଥା ବ୍ୟବସାୟୀ ମାନଙ୍କ ସହଯୋଗ ଏକାନ୍ତ କାମ୍ୟ ବୋଲି ପୌର ପରିଷଦର ନିର୍ବାହୀ ଅଧିକାରୀ ମତବ୍ୟକ୍ତ କରିଛନ୍ତି।

ଅଦ୍ବିକା ଯୋଜନା ମାଧ୍ୟମରେ କିଶୋର କିଶୋରୀ ମାନଙ୍କ ନିମନ୍ତେ ଦ୍ବିତୀୟ ପର୍ଯ୍ଯାୟରେ ସ୍ୱତନ୍ତ୍ର ପରିଭ୍ରମଣ କାର୍ଯ୍ୟକ୍ରମ

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...