32.9 C
Balāngīr
Tuesday, May 13, 2025

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ ବୁଡି ଯାଇଥିଲା ।

ଅନ୍ୟ ୩ ଜଣ ସାଙ୍ଗ ଉଦ୍ଧାର କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ଯ ନାବାଳକ ପୁଅର ମୃତ ଘଟିଥିଲା । ତୁରନ୍ତ ଡାକ୍ତରଖାନାରେ ଭର୍ତି କରାଯାଇଥିଲା ବେଳେ ନାବାଳକକୁ ଡାକ୍ତର ମୃତ ଘୋଷଣା କରିଥିଲେ । ସୂଚନା ଅନୁଯାୟୀ ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ଡୁଙ୍ଗୁରିପାଲି ପଂଚାୟତ ସାଉନ୍ତଉପରେ ଗାଁ ନାବାଳକ ଜଣକ ସମ୍ପର୍କୀୟଙ୍କ ବାହା ଘରକୁ ଆସି ଥିଲେ ହେଲେ ଆଜି ଗାଧୋଇବାକୁ ଯାଇ ପାଣିରେ ବୁଡି ନାବାଳକ ପୁଅର ମୃତ୍ଯୁ ଘଟିଛି । ମୃତ ନାବାଳକ ଜଣକ ହେଲେ ବଲାଙ୍ଗୀର ସହର ଆନନ୍ଦ ନଗର ପଡାର ପ୍ରିୟ ଦର୍ଶନ ଜେନା ବୋଲି ଜଣାପଡିଛି । ପ୍ରିୟ ଦର୍ଶନ ଚଳିତ ବର୍ଷ +୨ ଶେଷ ବର୍ଷ ପରୀକ୍ଷା ଦେଇଥିବା ପରିବାର ଲୋକେ କହିଁଥିବା ବେଳେ ପରିବାରର ଏକମାତ୍ର ପୁଅ ବୋଲି ଜଣାପଡିଛି। ସଇଁତଳା ପୋଲିସ ମୃତଦେହକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...