32.9 C
Balāngīr
Tuesday, May 13, 2025

ପାଣି ପାଇଁ ରାଜ ରାସ୍ତାରେ ମହିଳା

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଟିଟିଲାଗଡ଼, (୨୯/୦୪) : ଆପ୍ର. : ନିର୍ବାଚନ ମଣ୍ଡଳୀରେ ତାତି ଯେତିକି ବଢ଼ିବାରେ ଲାଗିଛି ସେତିକି ଜଳ କଷ୍ଟ ମଧ୍ୟ ଦେଖା ଦେଇଛି ।

ଗୁଡ଼ଭେଳା ବ୍ଲକ ଧରୁଆପଡା ଛକରେ ମହିଳାମାନେ ରାଜରାସ୍ତାକୁ ଓଲ୍ଲାଇ ପାଣି ମିଳୁନି ବୋଲି ଅଭିଯୋଗ ଆଣିଥିଲେ । ପ୍ରଶାସନ ପାଣି ସମସ୍ୟା ଦୂର କରି ପାରୁନ ଥିବା ବେଳେ ଲୋକେ ନାହିଁନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ପ୍ରଶାସନର ଅବହେଳା ଯୋଗୁଁ ଲୋକଙ୍କୁ ପାଣି ମିଳୁନ ଥିବା ନେଇ ଅଭିଯୋଗ କରିଛନ୍ତି ମହିଳା । ମନଇଚ୍ଛା ପାଣି ଆସୁ ଥିବାବେଳେ ବିଭାଗୀୟ ଅଧିକାରୀମାନେ ଶୁଣୁ ନହାନ୍ତି । । ତେବେ ଏଭଳି ଆନ୍ଦୋଳନ କରିବାକୁ ପଡୁଛି ବୋଲି ମହିଳାମାନେ କହିଁଛନ୍ତି । ଖବର ପାଇବା ପରେ ବିଭାଗୀୟ ଅଧିକାରୀମାନେ ଆସି ବୁଝାସୁଝା କରିବା ପରେ ଘଟଣା ଶାନ୍ତ ପଡିଥିବା ଖବର ମିଳିଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...