32.9 C
Balāngīr
Sunday, April 20, 2025

ପାରମ୍ପରିକ ଦଣ୍ଡଯାତ୍ରାରେ ଜଙ୍ଗଲ ସୁରକ୍ଷା ସଚେତନତା

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ବାଲିଗୁଡା, (୧୧/୦୪) : ଆପ୍ର. : ସମଗ୍ର କନ୍ଧମାଳ ଜିଲ୍ଲାରେ ଚାଲିଛି ତେର ଦିନିଆ ଦଣ୍ଡଯାତ୍ରା l ବାଲିଗୁଡା ର ମାଆ ଦକ୍ଷିଣକାଳୀ ଦଣ୍ଡନୃତ୍ୟ କମିଟି ପକ୍ଷରୁ ଚଳିତ ବର୍ଷ ବାଲିଗୁଡା ର ବିଭିନ୍ନ ୱାର୍ଡ ର କାମନାକାରୀ ଙ୍କ ଘରକୁ ମାଆ ବିରାଜମାନ କରି ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଛି l

ବାଲିଗୁଡା ଅଞ୍ଚଳର ଏହି ସର୍ବ ପୁରାତନ ଦଣ୍ଡନାଚ ଦେଖିବା କୁ ଭକ୍ତ ଶ୍ରଦ୍ଧାଳୁ ଦର୍ଶକ ଙ୍କ ଭିଡ଼ ଜମୁଛି l ଦିନ ଦ୍ବି ପ୍ରହର ରେ ଧୁଳିଦଣ୍ଡ ସମୟରେ ଦଣ୍ଡ ଚରିତ ଅନୁସାରେ ଯାତ୍ରା ସମାପନ ହେଉଛି l ଏହି ସମୟରେ ଜଙ୍ଗଲ ସୁରକ୍ଷା ଉପରେ ଅଭିନୟ ନାଟକ ଗୀତ ମାଧ୍ୟମରେ ଜଙ୍ଗଲ କୁ ନିଆଁ ଦାଉରୁ ରକ୍ଷା କରିବା, ପୋଡୁ ଚାଷ, ବେଆଇନ ବନ୍ୟ ଜନ୍ତୁ ଶିକାର ରୁ ନିବୃତ ରହି ଜଙ୍ଗଲ ସୁରକ୍ଷା, ନୂତନ ଜଙ୍ଗଲ ସୃଷ୍ଟି କରିବା ଦିଗରେ ଜନ ସଚେତନତା ସୃଷ୍ଟି କରାଯାଉଛି l ଅନୁଷ୍ଠାନ ର ବରିଷ୍ଠ କଳାକାର ତଥା ସାମ୍ବାଦିକ ପ୍ରମୋଦ ଦଣ୍ଡସେନା ରେଞ୍ଜର ଭୂମିକା ରେ ଅବତୀର୍ଣ୍ଣ ହୋଇଥିବା ବେଳେ, ଟିକି ଦଣ୍ଡିଆ, ସନ୍ତୋଷ ପୂଜାରୀ, ଦୁର୍ଗା ପାତ୍ର ବେଲାଳସେନ ବନ କର୍ମଚାରୀ ଭୂମିକା ରେ ନିଖୁଣ ଅଭିନୟ କରି ନିଆରା ଢଙ୍ଗରେ ଲୋକଙ୍କୁ ସଚେତନ କରୁଛନ୍ତି l ଦଣ୍ଡଯାତ୍ରା ର ଏହି କାର୍ଯ୍ୟକ୍ରମ କୁ ବାଲିଗୁଡା ଡ଼ିଏଫଓ ବିଶ୍ୱରାଜ ପଣ୍ଡା ସୋସିଆଲ ମିଡିଆରେ ଦେଖି ବେଶ ଉଚ୍ଚ ପ୍ରଶଂସା କରିଛନ୍ତି l

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...