32.9 C
Balāngīr
Tuesday, May 13, 2025

ପୁଣି ଅସହ୍ୟ ହେଲାଣି ତାତି : କଲବଲ ହେବେ ରାଜ୍ୟବାସୀ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ୱର, (୧୦/୦୫) : ଆପ୍ର. : ପୁଣି ଅସହ୍ୟ ହେଲାଣି ତାତି। କଲବଲ ହେଲାଣି ରାଜ୍ୟବାସୀ । ଆସନ୍ତା‌ ସପ୍ତାହକ ପର୍ଯ୍ୟନ୍ତ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ।

ତେବେ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ହେଉଥିବା କାରଣରୁ କିଛି ଦିନ ହେବ ଟାଣ ଖରାର ପ୍ରକୋପ କିଛିଟା ମାତ୍ରାରେ କମିଥିଲା । ହେଲେ ଏବେ ପୁଣିଥରେ ରାଜ୍ୟକୁ ଫେରୁଛି ତାତି । ତେବେ ଆଜି ବି ଅସହ୍ୟ ତାତି ଅନୁଭୁତ ହେବ । ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଏବଂ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ରହିବ। ୧୧ ରୁ ୧୪ ତାରିଖ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆଗକୁ ପାରଦ ୪୫ ଡିଗ୍ରୀ ଛୁଇଁପାରେ ବୋଲି ଅନୁମାନ କରାଯାଉଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...