32.9 C
Balāngīr
Wednesday, April 23, 2025

ପୁରୀର ପବିତ୍ର ପୁଷ୍କରଣୀ ଶ୍ୱେତଗଙ୍ଗାରୁ ଯୁବକଙ୍କ ମୃତଦେହ ଉଦ୍ଧାର

Must read

ପୁରୀ, (୨୪/୦୩) : ଆ.ପ୍ର. : ପୁରୀର ପବିତ୍ର ପୁଷ୍କରଣୀ ଶ୍ୱେତଗଙ୍ଗାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ବାଲେଶ୍ୱର ବସ୍ତା ଅଞ୍ଚଳର ଗୋବିନ୍ଦ ବିନ୍ଧାଣି ।

ଆଜି (ରବିବାର) ସକାଳୁ ପୁଷ୍କରଣୀରେ ମୃତଦେହ ଭାସୁଥିବାର ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ତେବେ ଅଗ୍ନିଶମ ବାହିନୀର କର୍ମଚାରୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ । ଏହାପରେ ଶବ ବ୍ୟବଚ୍ଛେଦ ପାଇଁ ସଦର ମେଡିକାଲ ନିଆଯାଇଛି । କେଉଁ କାରଣରୁ ଯୁବକଙ୍କ ମୃତ୍ୟୁ ହୋଇଛି । ଏହା ହତ୍ୟା ନା ଆତ୍ମହତ୍ୟା ତା’ର କାରଣ ଏବେ ବି ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୁଲିସ ପହଂଚି ମୃତ୍ୟୁ ଘଟଣାର ଛାନଭିନ୍ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...