32.9 C
Balāngīr
Tuesday, May 20, 2025

ପୁରୀ ବଡ଼ଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଶ୍ରୀମନ୍ଦିର ନିକଟରେ ସଶସ୍ତ୍ର ସୁରକ୍ଷାବଳ ମୁତୟନ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ପୁରୀ, (୦୯/୦୫) : ଆପ୍ର. : ଭାରତ ପାକିସ୍ତାନ ଯୁଦ୍ଧକୁ ନେଇ ପୁରୀ ବଡ଼ଦାଣ୍ଡରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । ବଡ଼ଦାଣ୍ଡ ଓ ଶ୍ରୀମନ୍ଦିର ନିକଟରେ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି ।

ଶ୍ରୀମନ୍ଦିର ନିକଟରେ ସଶସ୍ତ୍ର ସୁରକ୍ଷାବଳ ମୁତୟନ କରାଯାଇଛି । ଶ୍ରୀମନ୍ଦିର ଚାରି ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ନିୟୋଜିତ ହେବା ସହ ପୁରୀ ପୋଲିସ ପକ୍ଷରୁ ଗତକାଲି ରାତିରେ ବିଭିନ୍ନ ସ୍ଥାନ ରେ ନାକା ଲଗାଯାଇ ଜୋରଦାର ଚେକିଂ ବ୍ଲକିଙ୍ଗ କରାଯାଇଥିଲା । ଆତଙ୍କୀ ଆକ୍ରମଣକୁ ପ୍ରତିହତ କରିବା ଲାଗି ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତି କରାଯାଇଛି । ପୁରୀରେ ଥିବା ବିଭିନ୍ନ ହୋଟେଲ ଗୁଡିକୁ ଚେକିଂ କରାଯାଇଛି । ସେହିପରି ଶ୍ରୀ ମନ୍ଦିର ସୁରକ୍ଷା ସହ ଭକ୍ତଙ୍କ ସୁରକ୍ଷା ଲାଗି ମୁତୟନ ଅଛନ୍ତି ସ୍ୱତନ୍ତ୍ର ସୁରକ୍ଷା ବାହିନୀ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...