32.9 C
Balāngīr
Tuesday, May 20, 2025

ପୁରୁଷୋତ୍ତମପୁର ରେ ବାପାକୁ ହତ୍ୟା କରିଲେ ଦୁଇ ପୁଅ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଗଞ୍ଜାମ, (୨୯/୦୪) : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କୁଶପୁର ଗାଁ’ରେ ଅଭାବନୀୟ ଘଟଣା । ନିଜ ବାପାକୁ ପିଟିପିଟି ହତ୍ୟା କରିଛନ୍ତି ଦୁଇ ପୁଅ ।WhatsApp Image 2025 04 28 at 19.23.13 ପୁରୁଷୋତ୍ତମପୁର ରେ ବାପାକୁ ହତ୍ୟା କରିଲେ ଦୁଇ ପୁଅ

କୁଶପୁର ଗାଁ’ର ଗୋପାଳକୃଷ୍ଣ ସାହୁ ପାରିବାରିକ କଳହକୁ ନେଇ ନିଜ ପତ୍ନୀଙ୍କୁ ବିଭିନ୍ନ ସମୟରେ ବାଡେଇବା ସହ ଗଣ୍ଡଗୋଳ କରୁଥିଲେ । ଆଜି ସକାଳ ସମୟରେ ମଧ୍ୟ ଗୋପାଳକୃଷ୍ଣ ନିଜ ପତ୍ନୀଙ୍କ ସହ ଗଣ୍ଡଗୋଳ ଲାଗିବା ସହ ଏକ ଲୁହା ରୋଡରେ ଆକ୍ରମଣ କରିବା ପାଇଁ ଉଦ୍ୟମ କରିଥିଲେ । ଏହାକୁ ଘରେ ଥିବା ଦୁଇ ପୁଅ ଦେଖିଥିଲେ । ନିଜ ମା’ଙ୍କ ଉପରେ ଏଭଳି ବାରମ୍ବାର ଆକ୍ରମଣ ସହ୍ୟ କରିନପାରି ଗୋପାଳକୃଷ୍ଣ ଧରିଥିବା ଲୁହା ରୋଡକୁ ଛଡ଼ାଇ ତାଙ୍କୁ ଦୁଇ ଭାଇ ଆକ୍ରମଣ କରିଥିଲେ ।

ଦୁଇ ଭାଇଙ୍କ ଆକ୍ରମଣରେ ଗୋପାଳକୃଷ୍ଣଙ୍କ ମୃତ୍ୟୁ ଘଟଣାସ୍ଥଳରେ ହିଁ ହୋଇଥିଲା । ଘଟଣା ସମ୍ପର୍କରେ ଖବର ପାଇ ପୁରୁଷୋତ୍ତମପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ଗୋପାଳକୃଷ୍ଣଙ୍କୁ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ତାଙ୍କ ଦୁଇ ପୁଅ ରଞ୍ଜନ ଓ ପିଣ୍ଟୁ ସାହୁଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...