32.9 C
Balāngīr
Wednesday, April 23, 2025

ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ରାଇକିଆରେ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୧୫/୦୨) : କନ୍ଧମାଳ ଜିଲ୍ଲା ରାଇକିଆ ଠାରେ ଭାରତ ନିର୍ମାଣ ଆଜାଦି ସେବା ସଙ୍ଗଠନ ପକ୍ଷରୁ ଶୁକ୍ରବାର ସାରେ ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି ।WhatsApp Image 2025 02 15 at 11.48.30 ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ରାଇକିଆରେ

ଏହି ଉଦ୍ଦେଶ୍ୟ ରେ ଏକ ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଓ ବହୁ ସଂଖ୍ୟାରେ ଜନ ସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ମହମ୍‌ବତୀଧରି ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ । ଏହି କାର୍ଯ୍ୟକ୍ରମକୁ ପ୍ରତିଷ୍ଠାତା ଶେଖର ଦିଗାଲ, ଡାଇରେକ୍ଟର ସୁଶିଲ ପ୍ରଧାନ, ରାଇକିଆ ଶାଖା ସଭାପତି ବିଟୁ ଦିଗାଲ, ମୁଖପାତ୍ର ରୋସନ ନାୟକଙ୍କ ସମେତ ସମସ୍ତ କର୍ମକର୍ତ୍ତା ପରିଚାଳନା କରିଥିବା ବେଳେ ପୁର୍ବତନ ସେନା କର୍ମଚାରୀମାନେ ସାମିଲ ହୋଇଥିଲେ। ୨୦୧୯ ଫେବୃଆରୀ ୧୪ ରେ ଆତଙ୍କବାଦୀ ଆକ୍ରମଣରେ ପୁଲୱାମାଠାରେ ଭାରତ ସେନାବାହିନୀ ର ୪୦ ଜଣ ସହିଦ ହୋଇଥିଲେ । ଏହି ଦିବସକୁ ସ୍ମୁତି ଚାରଣ ପାଇଁ ଏହାକୁ କଳା ଦିବସ ରୂପେ ପାଳନ କରାଯାଉଛି ।WhatsApp Image 2025 02 15 at 11.48.32 ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ରାଇକିଆରେ

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...