32.9 C
Balāngīr
Thursday, June 12, 2025

ପୂର୍ଵ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ, ଖଣ୍ଡା ଚୋଟରେ ଯୁବକ ମୃତ

Must read

ଟାଙ୍ଗୀ, (୨୫/୦୫) : ଆପ୍ର. : ଟାଙ୍ଗୀରେ ବୁଲିଲା ଖଣ୍ଡା । ପୂର୍ଵ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ । ଖଣ୍ଡା ଚୋଟରେ ଯୁବକ ମୃତ ।

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଜରିପଡା ପାଣି ଦୁଆର ଗାଁରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ । ମୃତକ ହେଲେ ସାଗର ଡିହି ଅଞ୍ଚଳର ଅରବିନ୍ଦ ବେହେରା । ଗତକାଲି ରାତିରେ ଅରବିନ୍ଦ ଘରକୁ ଫେରୁଥିବାବେଳେ ତାଙ୍କୁ ଆକ୍ରମଣ ହୋଇଥିଲା । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇ ତାଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ଘୋଷଣା କରିଥିଲେ । ଘଟଣା ପରେ ଆକ୍ରମଣକାରୀ ଫେରାର ହୋଇଯାଇଛି । ଟାଙ୍ଗୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...