32.9 C
Balāngīr
Tuesday, July 15, 2025

ପୋଖରୀରେ ବୁଡ଼ିଗଲେ ୩ ଶିଶୁ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୩୦/୦୭) : ପୋଖରୀରେ ବୁଡ଼ି ୩ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି । ଏପରି ଦୁଃଖଦ ଘଟଣା ଘଟିଛି ହାଟଡିହି ବ୍ଲକ ଅନ୍ତର୍ଗତ ଆତ୍ରୁକଣା ଅଙ୍ଗନବାଡ଼ି ନିକଟରେ ।

ମୃତକ ହେଲେ ପାୟେଲ ପାତ୍ର (୩)ବର୍ଷ, ଭାରତୀ ପତ୍ର (୪)ବର୍ଷ, ଲିପ୍ସା ପାତ୍ର (୩) ବର୍ଷ । ଆଜି ସକାଳେ ୩ ଜଣ ଶିଶୁ ଆତ୍ରୁକଣାରେ ଥିବା ଅଙ୍ଗନବାଡ଼ିକୁ ପାଠ ପଢ଼ିବା ପାଇଁ ଆସିଥିଲେ । ପାଠ ପଢ଼ା ସରିବାପରେ ପିଲାମାନେ ଅଙ୍ଗନବାଡ଼ି କେନ୍ଦ୍ର ବାହାରେ ଖେଳୁଥିଲେ । ଖେଳୁ ଖେଳୁ ପିଲାମାନେଅଙ୍ଗନବାଡ଼ି କେନ୍ଦ୍ର ନିକଟରେ ଥିବା ପୋଖରୀ ନିକଟକୁ ଚାଲିଯାଇଥିଲେ । ଏହି ସମୟରେ ୩ ଜଣ ଶିଶୁ ବୁଡ଼ି ଯାଇଥିବା ଜଣାଯାଇଛି । ସ୍ଥାନୀୟ ଲୋକେ ୩ ପିଲାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଗରପଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ । ୩ଜଣଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...