32.9 C
Balāngīr
Friday, April 25, 2025

ପୋଷ୍ଟ ମାଷ୍ଟରଙ୍କ ଘରୁ ଲୁଟ ଅଭିଯୋଗ, ଦମ୍ପତିଙ୍କୁ ବାନ୍ଧି ଲୁଟିନେଲେ ୫ ଲକ୍ଷ ଟଙ୍କା

Must read

ସୋର, (୧୪/୦୪) : ଆପ୍ର. : ଦମ୍ପତିଙ୍କୁ ବାନ୍ଧି ୫ ଲକ୍ଷ ଟଙ୍କା ଲୁଟିନେଲେ । ପୋଷ୍ଟ ମାଷ୍ଟର ଘରୁ ଲୁଟ ଅଭିଯୋଗ ହୋଇଛି ।

ବାଲେଶ୍ୱର ଜିଲ୍ଲା ଅନନ୍ତପୁର ଫାଣ୍ଡି ତେଣ୍ଟେଇ ଗାଁ’ର ପୋଷ୍ଟ ମାଷ୍ଟର ବାଟକୃଷ୍ଟ ମଳିକଙ୍କ ଘରୁ ଡକାୟତି । ଆଖିରେ ପଟି ବାନ୍ଧି ମୁଣ୍ଡରେ ଲୁହା ରଡ୍ ଲଗାଇ ୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି । ତା ସହ ସୁନା ହାର, ଦୁଇ ହଳ କାନଫୁଲ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ପୋଷ୍ଟ ମାଷ୍ଟର ବାଟକୃଷ୍ଟ ଓ ସ୍ତ୍ରୀ ସୁରତୀଙ୍କ ହାତ ଓ ଆଖି ବାନ୍ଧିବା ପରେ ହତ୍ୟା ଧମକ ଦେଇ ଟଙ୍କା ଲୁଟି ନେଲେ । ଗତକାଲି ବିଳମ୍ବିତ ରାତିରେ ଚାରି ଜଣ ଡକାୟତ ମୁହଁରେ କପଡା ବାନ୍ଧି ଏହି ଲୁଟପାଟ କରିଥିଲେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...