32.9 C
Balāngīr
Wednesday, April 30, 2025

ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରୁ ବାହାରୁଛି ଖାଲି ଟଙ୍କା ବିଡ଼ା, ଏକ କୋଟି ଉର୍ଦ୍ଧ୍ୱ ନଗଦ ଟଙ୍କା ଠାବ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ମାଲକାନଗିରି, (୦୫/୦୨) : ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଚଢ଼ାଉବେଳେ ନଗଦ ଏକ କୋଟି ଟଙ୍କା ଜବତ କଲା ଭିଜିଲାନ୍ସ ।

ଆଜି ସକାଳୁ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜଳ ବିଭାଜନ ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଘରେ ଚଢ଼ାଉ । ଘର ସମେତ ଏକାଧିକ ସ୍ଥାନରେ ଚାଲିଛି ଭିଜିଲାନ୍ସର ଛାନଭିନ। କଟକରେ ଥିବା ପୈତୃକ ଘର ସମେତ ଭୁବନେଶ୍ୱର, ମାଲକାନଗିରି, ଜୟପୁର ଭଳି ବିଭନ୍ନ ସ୍ଥାନରେ ଚଢ଼ାଉ ଜାରି କରାଯାଇଛି । ଏହି ଚଢ଼ାଉରେ ଅତିରିକ୍ତ ଏସପି, ଚାରି ଜଣ ଡ଼ିଏସପି, ୧୦ ଇନିସ୍ପେକ୍ଟର ଓ ୬ ଜଣ ଏଏସଆଇ ସାମିଲ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ କେତେ ସମ୍ପତ୍ତି ଜବତ ହୋଇଛି । ତାହାର କୌଣସି ସୂଚନା ମିଳିନାହିଁ ।

ସୂଚନା ଅନୁସାରେ, ମାଲକାନଗିରି ଜିଲ୍ଲା ଜଳ ବିଭାଜନ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଶାନ୍ତନୁ ମହାପାତ୍ରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ ଜାରି ରହିଛି । ଭିଜିଲାନ୍ସ କୋରାପୁଟ ଜୟପୁର ଘର ସମେତ ମାଲକାନଗିରିରେ ଚଢ଼ାଉ କରିଛି । ଚଢ଼ାଉବେଳେ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନଗଦ ଏକ କୋଟି ଟଙ୍କା ଜବତ କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଜବତ ସମ୍ପତ୍ତିର କୌଣସି ସୂଚନା ମିଳିନାହିଁ । ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...