32.9 C
Balāngīr
Wednesday, April 23, 2025

ପ୍ରଭୁ ଚନ୍ଦ୍ର ଶେଖର ଙ୍କ ଯାଗାର ଯାତ୍ରା

Must read

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୨୬/୨) : କାଶୀନଗର ବ୍ଲକ ର ବିଭିନ୍ନ ଶୈବ ପୀଠ ରେ ମହା ଶିବରାତ୍ରି ପାଳିତ ହୋଇଯାଇଛି ।

ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଠାରୁ କେବେଳ ୫ କିମି ରାସ୍ତା ପରେ ମହାରାଜ କୃଷ୍ଣ ଚନ୍ଦ୍ର ଗଜପତି ଙ୍କ ଅମଳ ରୁ ପୁରୁଣା ପାଟଣା ଠାରେ ମହେନ୍ଦ୍ର ତନୟା ନଦୀ ପାର୍ଶ୍ଵ ରେ ବିରାଜ ମାନ କରିଛନ୍ତି ପ୍ରଭୁ ପଞ୍ଚୁ ଲିଙ୍ଗେଶ୍ୱର ମନ୍ଦିର, ଏଠାରେ ହଜାର ହଜାର ଶ୍ରଦ୍ଧାଳୁ ପଞ୍ଚୁ ଲିଙ୍ଗେଶ୍ୱର ଙ୍କ ସାନିଧ୍ୟ ଲାଭ କରିଛନ୍ତି । ସେପଟ ପବିତ୍ର ମହେନ୍ଦ୍ର ପର୍ବତ ରେ ବହୂ ଭକ୍ତ ସମାଗମ ହୋଇଥିବା ଜଣା ପଡିଛି, ଜିଲ୍ଲା ପୋଲିସ ଓ ପ୍ରଶାସନ ସବୁ ପ୍ରକାର ବନ୍ଦୋବସ୍ତ କରିଛନ୍ତି, ପୂରଣ ପ୍ରସିଦ୍ଧ କୁନ୍ତୀ ମନ୍ଦିର ଭୀମ ମନ୍ଦିର, ରେ ଲୋକେ ପହଂଚି ପ୍ରକୃତି ର ସୋଉନଧର୍ଯ୍ୟ କୁ ଭୋଗ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...