32.9 C
Balāngīr
Sunday, April 20, 2025

ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଙ୍ଘର ବୈଠକ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ: ପ୍ରଣତି ସାବତ //
କାଶୀନଗର (୧୪/୧୨): କାଶୀନଗର ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ ର ଏକ ସାଙ୍ଘାଠନିକ ବୈଠକ ସ୍ଥାନୀୟ ବାଳିକା ଉପ୍ରା ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଯାଇଛି | ବ୍ଲକ ସଭାପତି ରମାକାନ୍ତ ହୋତା ଙ୍କ ସଭାପତିତ୍ୱ ଅନୁଷ୍ଠିତ ହୋଇଥିବା ସଭାରେ ସମ୍ପାଦକ ଗଣେଶ ପାଣିଗ୍ରାହୀ ଗତ ବୈଠକ ର ଆଲୋଚନା କରିଥିଲେ |

ଜିଲ୍ଲା ସଭାପତି ଜଗଦୀଶ ପାତ୍ର ଓ ଉପ ସଭାପତି ବି. ଗୋପାଳ ରାଓ ପରାମର୍ଶ ଦାତା ବସନ୍ତ ମିଶ୍ର, ଜେ. ଲୋକନାଥ, ଅଡିଟର ଆର. ମଧୁ କୁମାର ଯୋଗ ଦେଇ ଥିଲେ | ବୈଠକ ରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା | ବହୂ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ | ଆଗାମୀ 22 ତାରିଖ ରେ ଜିଲ୍ଲା ସ୍ତରୀୟ ଏକ ଆଲୋଚନା ଚକ୍ର ଆୟୋଜନ କୁ ସମସ୍ତେ ଯେଭଳି ଉପସ୍ଥିତ ରହି ସଙ୍ଘ କୁ ମଜବୁତ ଓ ସଂଘଠିତ ରହିବାକୁ ସଭାପତି ଜଗଦୀଶ ପାତ୍ର କହିଥିଲେ |

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...