32.9 C
Balāngīr
Sunday, July 13, 2025

ପ୍ରେସ କ୍ଲବ ରାଇକିଆ ତରଫରୁ ବନ୍ଧୁ ମିଳନ-୨୦୨୫ ଅନୁଷ୍ଠିତ

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୧୩/୦୧) : କନ୍ଧମାଳ ଜିଲ୍ଲା ରାଇକିଆ ରବିବାର ଦିନ ପ୍ରେସ କ୍ଲବ ରାଇକିଆ ତରଫରୁ ସବୁ ବର୍ଷ ଭଳି ନୂତନ ନବବର୍ଷ-୨୦୨୫ ର ବାର୍ଷିକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ରାଇକିଆ ଅଞ୍ଚଳର ବୁଦ୍ଧିଜୀବୀ, ଓ ସମାଜସେବୀ, ନିର୍ବାଚିତ ଓ ମନୋନୀତ ରାଜନୈତିକ ପ୍ରତିନିଧି ମାନଙ୍କର ସହଭାଗିତାରେବହୁ ସୁନ୍ଦର୍ ଭାବେ ରାମୁଣ୍ଡାସ୍ଥିତ ପିକନିକ ସ୍ପଟରେ ଅନୁଷ୍ଠିତ ହୋଇଯାଇଥିଲା ।WhatsApp Image 2025 01 13 at 11.49.11 ପ୍ରେସ କ୍ଲବ ରାଇକିଆ ତରଫରୁ ବନ୍ଧୁ ମିଳନ-୨୦୨୫ ଅନୁଷ୍ଠିତ

ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ପ୍ରତ୍ୟେକେ ନବବର୍ଷର ଶୁଭେଚ୍ଛା, ଓ ଅଭିନନ୍ଦନ ଜଣାଇ ସୁଚିନ୍ତିତ ମତାମତ ଦେଇ ଆନନ୍ଦ ଉଲ୍ଲାସର ସହ ଭାବ ବିନିମୟମ ହୋଇଥିଲା ଏବଂ ତତସହିତ ପ୍ରେସ କ୍ଲବ, ରାଇକିଆ ପକ୍ଷରୁ ଶ୍ରୀ ସୁକାନ୍ତ ନାୟକ, ଶ୍ରୀ ଦୁର୍ଯ୍ୟୋଧନ ଲେଙ୍କା ଓ ଶ୍ରୀ ସୁଶାନ୍ତ କୁମାର ଜେନାଙ୍କୁ ସ୍ୱତନ୍ତ୍ର ସେବାକାର୍ଯ୍ୟ ନିମନ୍ତେ ମାନପତ୍ର ଦେଇ ସମ୍ମାନୀତ କରାଯାଇଥିଲା । ଓ ପ୍ରେସ୍ କ୍ଲବ୍ ର ସମସ୍ତ ସଦସ୍ୟ ମାନେ ମଧ୍ୟ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...