32.9 C
Balāngīr
Wednesday, April 23, 2025

ଫସଲ ନଷ୍ଟ କରୁଛନ୍ତି ୧୮ ଟିକିଆ ହାତୀପଲ, ଚାଷୀ ଚିନ୍ତାରେ

Must read

କେନ୍ଦୁଝର, (୦୭/୦୪) : ଆପ୍ର. : ଫସଲ ନଷ୍ଟ କରୁଛନ୍ତି ହାତୀପଲ । ଚିନ୍ତାରେ ଗ୍ରାମବାସୀ । କେନ୍ଦୁଝର ସଦର ବନାଞ୍ଚଳ ଭାଟୁଣିଆଁ ଗାଁ ନାଳ ନିକଟରେ ୧୮ ଟିକିଆ ହାତୀପଲ ଉପଦ୍ରବ ଚଳାଇଛନ୍ତି ।

ଗତକାଲି ସଂଧ୍ୟାରେ ଆମ୍ବଡହରାରୁ ହାଫତୀ ପଲ କୁଡିଆଘରା, ଟିକରପଡା, କାଦଗଡ ଅଞ୍ଚଳରେ ବ୍ୟାପକ ଫସଲ ନଷ୍ଟ କରିଥିଲେ । ଆଜି ଭାଟୁଣିଆଁ ନାଳରେ ହାତୀପଲ ରହିଯାଇଥିଲେ । ହାତୀପଲଙ୍କୁ ଦେଖିବାକୁ ଲୋକଙ୍କ ଭିଡ଼ ଜମିଛି । ହାତୀଙ୍କ ଗତିବିଧି ଉପରେ ନଜର ରଖିଛନ୍ତି ପଳାସପଙ୍ଗା ଫରେଷ୍ଟର ଓ ସ୍କ୍ବାର୍ଡ କର୍ମଚାରୀ । କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଦାବି କରିଛନ୍ତି ଗ୍ରାମବାସୀ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...