32.9 C
Balāngīr
Saturday, April 26, 2025

ଫସଲ ନଷ୍ଟ ପରେ ଋଣ ଚିନ୍ତାରେ ଜୀବନ ହାରିଲେ ଚାଷୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦ୍ରାପଡା, (୨୮/୧୨) : ଅଦିନିଆ ବର୍ଷା ଜଣେ ଚାଷୀଙ୍କ ଜୀବନ ନେଇଛି । ଫସଲ ନଷ୍ଟ ହେବା ପରେ ଋଣ ବୋଝ ଚିନ୍ତାରେ ଜୀବନ ହାରିଛନ୍ତି ଚାଷୀ । ଏଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ତହସିଲ ଅନ୍ତର୍ଗତ ଖମଳ ପଞ୍ଚାୟତର ବିଶକ ଗାଁ’ରୁ ।

ମୃତ ଚାଷୀ ଜଣକ ହେଲେ ଦୈତାରୀ ଜେନା । ସୂଚନା ଅନୁସାରେ, ଗାଁ’ର ଜଣେ ଚାଷୀ ପ୍ରାୟ ୧ ଲକ୍ଷ ଟଙ୍କା ଋଣ କରି ଚଳିତ ଥର ଚାଷ କରିଥିଲେ । କିନ୍ତୁ ଦୁଇ ଦୁଇ ଥର ଅଦିନିଆ ବର୍ଷା ଯୋଗୁ କ୍ଷେତରୁ ଅମଳ ପୂର୍ବରୁ ଫସଲ ନଷ୍ଟ ହୋଇଯାଇଥିଲା । ଋଣ ଶୁଝିବା ଚିନ୍ତାରେ ସେ ଆତ୍ମହତ୍ୟା କରିଥିବା ସ୍ଥାନୀୟ ଲୋକଙ୍କଠାରୁ ସୂଚନା ମିଳିଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...