32.9 C
Balāngīr
Friday, April 25, 2025

ଫାଇଲେରିଆ ମୁକ୍ତ ପାଇଁ ପ୍ରଶିକ୍ଷଣ ଶିବିର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଗଞ୍ଜାମ, (୧୦/୦୨) : ଫାଇଲେରିଆ ମୁକ୍ତ ପାଇଁ ସାମୁହିକ ଔଷଧ ସେବନ ନିମନ୍ତେ ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି ।

୧୦ ରୁ ୧୯ ତାରିଖ ପର୍ଯ୍ୟନ୍ତ ଔଷଧ ପ୍ରଦାନ କରାଯିବ । ବ୍ଲକର ୬୧୫ ବିଦ୍ୟାଳୟର ୧୮୪ ଜଣ ଶିକ୍ଷକ ଓ ୬୨ ଜଣ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦିଲ୍ଲୀପ କୁମାର ଦାସ ଓ ବିଶେଷଜ୍ଞ ମାନେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଜିଲ୍ଲାର ବରିଷ୍ଠ ଅଧିକାରୀ ଓ ଗୋଷ୍ଠୀ ଚିକିତ୍ସାଳୟ ଅପର୍ଣ୍ଣା ମହାପାତ୍ର, କବିତାରଣୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

ପ୍ରକାଶ ଯୋଗ୍ୟ ବାରମ୍ବାର ସଚେତନ ଓ ଫାଇଲେରିଆ ଔଷଧ ସେବନ ଦିଆ ଯାଉଥିବାବେଳେ ଆଠଗଡ ବ୍ଲକ ଅଞ୍ଚଳରେ ଫାଇଲେରିଆ ଚିହ୍ନଟ ହେବା ସ୍ବାସ୍ଥ୍ୟ କର୍ମଚାରୀ ଓ ସ୍ବାସ୍ଥ୍ୟ ପ୍ରୋଗ୍ରାମ ଅଧିକାରୀଙ୍କ ଦକ୍ଷତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସେଥିପାଇଁ ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଇ ଯେପରି ବ୍ଲକ ଅଞ୍ଚଳରୁ ଫାଇଲେରିଆ ମୁକ୍ତ ଓ ସମସ୍ତେ ଯେପରି ଔଷଧ ସେବନ କରିବେ ସେଥିପାଇଁ ପ୍ରଶିକ୍ଷଣ ଶିବିରରେ ଗୁରୁତ୍ବ ଦିଆଯାଇଛି।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...