32.9 C
Balāngīr
Saturday, April 26, 2025

ଫାର୍ମ ହାଉସ୍ ରେ ଗୁଳିମାଡ଼, ମାଲିକ ମୃତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଢେଙ୍କାନାଳ, (୨୩/୦୨) : ଫାର୍ମ ହାଉସରେ ଗୁଳିମାଡ଼ । ଢେଙ୍କାନାଳ ସଦର ଥାନା ଫାଶୀ ଗାଁ ନିକଟ ଫାର୍ମ ହାଉସ୍ ରେ ଗୁଳିମାଡ଼ ହୋଇଛି । ଗୁଳିମାଡ଼ରେ ଫାର୍ମ ହାଉସ୍ ମାଲିକ ଗୋବିନ୍ଦ ନାୟକଙ୍କ ମୃତ୍ୟୁ ହୋଇଛି ।

ଗତକାଲି ରାତିରେ ଗୋବିନ୍ଦ ଶୋଇଥିବା ବେଳେ ଗୁଳିମାଡ଼ କରିଥିଲେ ୩ ଦୁର୍ବୃତ୍ତ । ତାଙ୍କ ଛାତି, ପେଟ ଓ ଗୋଡ଼ରେ ବାଜିଛି ୩ ରାଉଣ୍ଡ ଗୁଳି । ପରେ ଦୁର୍ବୁତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଢେଙ୍କାନାଳ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଫାର୍ମ ହାଉସ ମାଲିକ ଗୋବିନ୍ଦ ନାୟକଙ୍କୁ କ’ଣ ପାଇଁ ଦୁର୍ବୁତ୍ତମାନେ ଗୁଳିମାଡ଼ କରିଛନ୍ତି ତାହାର ଅସ୍ପଷ୍ଟ ରହିଛି ଏବଂ ଅଭିଯୁକ୍ତ ମାନଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଟିମ ଗଠନ କରାଯାଇଥିବା ସଦର ଥାନା ପୋଲିସ ସୂଚନା ଦେଇଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...