32.9 C
Balāngīr
Tuesday, May 13, 2025

ଫିଲ୍ମ ଷ୍ଟାଇଲରେ ବିଚ୍ ରାସ୍ତାରେ ବୁଲିଲା ଖଣ୍ଡା, ହାତରେ ଖଣ୍ଡା ଧରି ଯୁବକଙ୍କୁ ରାସ୍ତାରେ ଗୋଡ଼ାଇଲେ ଦୁର୍ବୃତ୍ତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ବଲାଙ୍ଗିର, (୦୮/୦୫) : ଆପ୍ର. : ବଲାଙ୍ଗିରରେ ଆତଙ୍କ ସୃଷ୍ଟି କଲେ ମୁଖାପିନ୍ଧା ଦୁର୍ବୃତ୍ତ । ଫିଲ୍ମ ଷ୍ଟାଇଲରେ ବିଚ୍ ରାସ୍ତାରେ ବୁଲିଲା ଖଣ୍ଡା । ହାତରେ ଖଣ୍ଡା ଧରି ଯୁବକଙ୍କୁ ରାସ୍ତାରେ ଗୋଡାଇଲେ ଦୁର୍ବୃତ୍ତ ।

ଯୁବକ ଜଣକ ପ୍ରାଣ ବିକଳରେ ରାସ୍ତାରେ ଦୌଡ଼ିବାକୁ ଲାଗିଥିଲେ । ଜୀବନ ବଞ୍ଚାଇବାକୁ ଯାଇ ଭୟରେ ଦୋକାନ ଭିତରକୁ ପଶିଯାଇଥିଲେ । ଆକ୍ରମଣରୁ ବର୍ତ୍ତି ଯାଇଥିବା ଯୁବକ ଜଣକ ସୋନୁ ପଟ୍ଟନାୟକ । ପ୍ରାୟ ୮ଜଣ ମୁଖାଧାରୀ ଯୁବକ ମାରଣାସ୍ତ୍ର ଧରି ଆତଙ୍କ ସୃଷ୍ଟି କରିଥିଲେ। ପୂର୍ବ ଶତୃତାକୁ କେନ୍ଦ୍ର କରି ଯୁବକଙ୍କୁ ଆକ୍ରମଣ କରାଯାଥିବା ପୋଲିସ ସନ୍ଦେହ କରୁଛି । ଅନ୍ୟପଟେ ଦୁର୍ବୃତ୍ତ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାବେଳେ ଯୁବକକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି ବଲାଙ୍ଗିର ଟାଉନ୍ ପୋଲିସ । ଆକ୍ରମମଣର ଶୀକାର ଯୁବକ ସୋନୁ ନାଁରେ ବି ଥାନାରେ ଅନେକ ଅପରାଧିକ ମାମଲା ରହିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...