32.9 C
Balāngīr
Wednesday, April 30, 2025

ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା, ପ୍ରଶ୍ନପତ୍ର ଭାଇରାଲ ନ ହେବା ପାଇଁ କଡ଼ା ପଦକ୍ଷେପ

Must read

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ବ୍ରହ୍ମପୁର, (୨୯/୦୪) : ଆପ୍ର. : ତଣ୍ଟି କାଟି ଯୁବକଙ୍କୁ ହତ୍ୟା! । ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବ୍ରହ୍ମପୁର କ.ନୂଆଗାଁ ଥାନା ଚିକିଟି ବାଳକୁମାରୀ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଟକ, (୦୬/୦୨) : ମାଟ୍ରିକ ପରୀକ୍ଷା ପୂର୍ବରୁ ବୋର୍ଡର ପ୍ରେସମିଟ । ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ ବୋଲି ବିଏସଇର ସଭାପତି ଶ୍ରୀକାନ୍ତ ତରାଇ ପ୍ରେସ ମିଟରେ ସୂଚନା ଦେଇଛନ୍ତି ।

ଚଳିତ ବର୍ଷ ୫ ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ପରୀକ୍ଷାର ସୁପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟାପକ ବ୍ୟବସ୍ଥା କରିଛି । ୩୧୩୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୧୦ ହଜାର ୭୭୮ ପରୀକ୍ଷାର୍ଥୀ । ମୋଟ ୪୭ଟି ମୂଲ୍ୟାୟନ କେନ୍ଦ୍ର ରହିଥିବାବେଲେ ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି। ୧୨ ତାରିଖରୁ ୧୯ ଭିତରେ ସୁବୁ ପରୀକ୍ଷା କେନ୍ଦ୍ରକୁ ଯିବ ପ୍ରଶ୍ନପତ୍ର ।

ଆସନ୍ତା ୧୦ ତାରିଖରୁ www.bseodisha.ac.inରୁ ଛାତ୍ରଛାତ୍ରୀମାନେ ନିଜ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ସେ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗକୁ ନେଇ ମଧ୍ୟ ଆଲୋଚନା କରିଛନ୍ତି। ପ୍ରତି ପ୍ରଶ୍ନପତ୍ରରେ ସିରିଏଲ ନମ୍ବର ରହିବ। ଫଳରେ ପ୍ରଶ୍ନପତ୍ର ଭାଇରାଲ ହେଲେ କେଉଁଠୁ ଓ କେଉଁ ସେଣ୍ଟରରୁ ଭାଇରାଲ ହେଲା ସ୍ପଷ୍ଟ ଜଣାପଡିବ। ସବୁ ସେଣ୍ଟରରେ ସିସିଟିଭି ଲାଗିଛି । ୬୦୦ ସେଣ୍ଟରରେ ଲାଇଟ୍ ବ୍ୟବସ୍ଥା ହେବ।

 

- Advertisement -spot_img

More articles

- Advertisement -spot_img

Latest article

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ବ୍ରହ୍ମପୁର, (୨୯/୦୪) : ଆପ୍ର. : ତଣ୍ଟି କାଟି ଯୁବକଙ୍କୁ ହତ୍ୟା! । ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବ୍ରହ୍ମପୁର କ.ନୂଆଗାଁ ଥାନା ଚିକିଟି ବାଳକୁମାରୀ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର...

ପାଣି ପାଇଁ ରାଜ ରାସ୍ତାରେ ମହିଳା

ଟିଟିଲାଗଡ଼, (୨୯/୦୪) : ଆପ୍ର. : ନିର୍ବାଚନ ମଣ୍ଡଳୀରେ ତାତି ଯେତିକି ବଢ଼ିବାରେ ଲାଗିଛି ସେତିକି ଜଳ କଷ୍ଟ ମଧ୍ୟ ଦେଖା ଦେଇଛି । ଗୁଡ଼ଭେଳା ବ୍ଲକ ଧରୁଆପଡା ଛକରେ ମହିଳାମାନେ ରାଜରାସ୍ତାକୁ ଓଲ୍ଲାଇ...

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର, (୨୯/୦୪) : ଆପ୍ର. : ପ୍ରେମ ପାଇଁ ଜୀବନ ହାରିଲେ ଯୁବକ। ବରମୁଣ୍ଡା ଅଞ୍ଚଳ ସ୍ଥିତ ଦଳିତ ସାହିରୁ ଯୁବକଙ୍କ ମୃତ ଦେହ ଉଦ୍ଧାର । ମୃତ ଯୁବକ ଉକ୍ତ ଅଂଚଳର ରାହୁଲ...

ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ

ମୟୁରଭଞ୍ଜ, (୨୯/୦୪) : ଆପ୍ର. : ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ । ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ଅମରଦାର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ଘଟିଛି ଏହି ଦୁଖଦ ଘଟଣା । ମୃତକ ହେଲେ...

ଅଶ୍ଳୀଳ ଭିଡିଓ ଦେଖିବା ପରେ ୪ ବର୍ଷୀୟା ଭାଣିଜୀକୁ ଦୁଷ୍କର୍ମ କରି ହତ୍ୟା, ମାମୁ ଗିରଫ

ଗଞ୍ଜାମ, (୨୯/୦୪) : ଆପ୍ର. : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅନ୍ତର୍ଗତ ଖଲିଙ୍ଗି ଅଞ୍ଚଳରେ ୪ ବର୍ଷୀୟା ଶିଶୁକନ୍ୟାକୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୁଲିସ। ଶିଶୁ କନ୍ୟାକୁ ନିଜ ମାମୁ...