32.9 C
Balāngīr
Tuesday, May 13, 2025

ବକ୍ସ ଖଟରେ ସ୍ତ୍ରୀର ଡେଡ୍ ବଡି, ହତ୍ୟା ପରେ ଲୁଚାଇ ରଖିଥିଲା ସ୍ୱାମୀ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଉମରକୋଟ, (୨୨/୦୪) : ଆପ୍ର. : ବକ୍ସ ଖଟରେ ସ୍ତ୍ରୀର ଡେଡ୍ ବଡି । ସ୍ତ୍ରୀକୁ ହତ୍ୟା କରି ଖଟରେ ଥିବା ବାକ୍ସରେ ଲୁଚାଇ ଘରକୁ ତାଲା ପକାଇ ସ୍ୱାମୀ ଫେରାର ।

ଘଟଣାଟି ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅନ୍ତର୍ଗତ ହଳଦି ଗାଁରେ । ମୃତ ମହିଳା ଜଣକ ହେଲେ ଅନିତା ସୋରି । ହତ୍ୟାକାରୀ ସ୍ୱାମୀ ହେଲେ ଦୁଷ୍ମନ୍ତ ନାୟକ । ମହିଳାଙ୍କ ପରିବାର ଲୋକେ ଚନ୍ଦାହାଣ୍ଡି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘର ତାଲା ଭାଙ୍ଗିଛି । ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରି ଶବ ଉଦ୍ଧାର କରାଯିବ ବୋଲି କହିଛନ୍ତି ଥାନା ଅଧିକାରୀ । ବର୍ତ୍ତମାନ ସୁଦ୍ଧା ଯେଉଁ କାରଣରୁ ସ୍ତ୍ରୀ କୁ ସ୍ୱାମୀ ହତ୍ୟା କରିଛି ଜଣାପଡି ନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...