32.9 C
Balāngīr
Tuesday, May 13, 2025

ବଜ୍ରପାତରେ ଗାଈ ମୃତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ପାଟଣା, (୦୫/୦୫) : ଆପ୍ର. : ଶନିବାର ଅପରାହ୍ନରେ କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅଞ୍ଚଳରେ କାଳବୈଶାଖୀ ବର୍ଷା ସହ ଘଡଘଡି ପବନ ହୋଇଥିଲା ।

ଏହି ସମୟରେ ପାଟଣା ତହସିଲ ଅନ୍ତର୍ଗତ କେନ୍ଦେଇପଶି ଆରଆଇ ସର୍କଲ ମହିଁଷାମୁଣ୍ଡି ଗ୍ରାମର ରବିନ୍ଦ୍ର ନାଏକଙ୍କ ଗାଈ ବଜ୍ରପାତରେ ପ୍ରାଣ ହରାଇଛି । ଗାଈଟି ପଡ଼ିଆରେ ଚରୁଥିବାବେଳେ ବଜ୍ରପାତର ଶିକାର ହୋଇଥିଲା । ରବୀନ୍ଦ୍ର ଜଣେ ଗରିବ ଚାଷୀ ହୋଇଥିବାରୁ ତାଙ୍କୁ କ୍ଷତି ପୂରଣ ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି । ସରକାରୀ ଗାଇଡ ଲାଇନ ଅନୁଯାୟୀ ତାଙ୍କୁ ସହାୟତା ଯୋଗାଇ ଦିଆଯିବ ବୋଲି କେନ୍ଦେଇପଶି ଆରଆଇ ମଧୁ ସେଠୀ କହିଛନ୍ତି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...