32.9 C
Balāngīr
Wednesday, April 30, 2025

ବଜ୍ରପାତରେ ଚାଲିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ଜୀବନ

Must read

ଗଞ୍ଜାମ, (୨୩/୦୩) : ଆ.ପ୍ର. : କାଳବୈଶାଖୀ ପ୍ରଭାବରେ ହୋଇଥିବା ବର୍ଷା, ଘଡ଼ଘଡ଼ି ଜଣେ ଦଶମ ଶ୍ରେଣୀ ଛାତ୍ରର ଜୀବନ ନେଇଛି

ଏପରି ଏକ ଅଭାବନୀୟ ଘଟଣା ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବମକେଇ ଅଞ୍ଚଳରେ ଘଟିଛି । ଏହି ଘଟଣା ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି । ମୃତ ଛାତ୍ର ଜଣକ ରାଜେଶ ଗୌଡ । ସୂଚନା ଅନୁସାରେ, ରାଜେଶ ବମକେଇରୁ ନାରାୟଣପୁର ଫେରୁଥିବା ସମୟରେ ଅଧାବାଟରେ ବଜ୍ରପାତ ହୋଇଥିଲା । ବଜ୍ରପାତ ରାଜେଶ ଉପରେ ପଡିଥିଲା । ସେ ହଠାତ ତଳେ ଗୁରୁତର ଅବସ୍ଥାରେ ପଡିଯାଇଥିଲା । ତୁରନ୍ତ ସ୍ଥାନୀୟ ଲୋକେ ତାକୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । କିଛି ସମୟ ମଧ୍ୟରେ ନିରୀହ ଛାତ୍ରର ଜୀବନ ଚାଲିଗଲା । ଏହି ଘଟଣା ପରିବାର ସମେତ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...