32.9 C
Balāngīr
Wednesday, April 23, 2025

ବନ୍ଦ କାରଖାନା କାନ୍ଥ ପଡି ଜଣେ ମୃତ

Must read

ଆଠଗଡ, (୦୭/୦୪) : ଆପ୍ର. : ଆଠଗଡ ସହରରେ ଦୀର୍ଘ ବର୍ଷ ହେବ ବନ୍ଦ ପଡିଥିବା ଏକ କାରଖାନାର କାନ୍ଥ ପଡି ଜଣେ ବ୍ୟକ୍ତି ମୃତ୍ୟୁ ବରଣ କରିଥିବା ଜଣାପଡିଛି

ଶିଳ୍ପ ବିଭାଗ ଅଧିନରେ ଥିବା ସମବାୟ ବିଭାଗ ପରିଚାଳନାରେ ଚାଲିଥିବା ଆଠଗଡ ସମବାୟ କାଷ୍ଠ ଶିଳ୍ପ ବିଗତ ୪୦ ବର୍ଷ ଧରି ବନ୍ଦ ହୋଇ ଅର୍ଦ୍ଧଭଗ୍ନ ଅବସ୍ଥାରେ ଭୂତ କୋଠି ପାଲଟି ଯାଇଛି । ଉପରସାହିର ଘରୋଇ ଆୟୁର୍ବେଦ ଚିକିତ୍ସା କରୁଥିବା ପ୍ରତାପ କୁମାର ଦାସ ନାମକ ଜଣେ ବ୍ୟକ୍ତି ରବିବାର ସକାଳେ ସେଠାକୁ ଚେରମୂଳ ସଂଗ୍ରହ କରିବାକୁ ଯାଇଥିଲେ । ସେହି ସମୟରେ ଏକ ଦୁର୍ବଳ ତଥା ଅର୍ଦ୍ଧଭଗ୍ନ କାନ୍ଥ ତାଙ୍କ ଉପରେ ଭୁଷୁଡ଼ି ପଡିଥିଲା । ସ୍ଥାନୀୟ ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଠଗଡ ଡାକ୍ତରଖାନାକୁ ନେଇଥିଲେ । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଡାକ୍ତରଙ୍କ ପରାମର୍ଶ କ୍ରମେ କଟକ ସ୍ଥାନାନ୍ତର କରାଯାଇଥିଲା । ତେବେ ସେଠାରେ ଡାକ୍ତର ପରୀକ୍ଷା କରି ତାଙ୍କୁ ମୃତ ଘୋଷଣା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...